Posted inଜାତୀୟ

କରୋନା ସଂକ୍ରମଣ ସାମାନ୍ୟ ହ୍ରାସ

ନୂଆଦିଲ୍ଲୀ,୯।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨,୭୫୧ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୬ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୦,୫୦,୦୦୯ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୩୫,୧୬,୦୭୧ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧,୩୧,୮୦୭ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୬,୭୭୨କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା କେବେବି ମଜଭୁତ ଭାରତ ଗଢି ପାରିବ ନାହିଁ, ସତରେ କ’ଣ ମୋଦି କହିଛନ୍ତି ଏମିତି? ଜାଣନ୍ତୁ ଭାଇରାଲ…

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନର ୨୦୨୪ର ଅବଶିଷ୍ଟ ପାଞ୍ଚଟି ପର୍ଯ୍ୟାୟ ପାଇଁ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ଭାଜପା...

ଡରୁଛନ୍ତି ରାହୁଲ-ପ୍ରିୟଙ୍କା: ଅର୍ଜୁନ ରାମ ମେଘଓ୍ବାଲ

ନୂଆଦିଲ୍ଲୀ,୨୮।୪: ବିକାନେର ଲୋକ ସଭା ନିର୍ବାଚନମଣ୍ଡଳୀରୁ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ପ୍ରାର୍ଥୀ ଅର୍ଜୁନ ରାମ ମେଘୱାଲ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା...

ମୋଦି ହାରୁଛନ୍ତି, ଇଣ୍ଡିଆ ମେଣ୍ଟ ୩୦୦ ପାର କରିବ, ଦୁଇ ପର୍ଯ୍ୟାୟର ଭୋଟିଂ ପରେ…

ନୂଆଦିଲ୍ଲୀ,୨୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତ୍ତିକୁ ନେଇ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇ ସହିତ...

ହଜାର ହଜାର ମହିଳାଙ୍କ ସହ ଯୌନ ଅପରାଧ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତିଙ୍କ ନାମ ଆସିଲା ସାମ୍ନାକୁ

ବେଙ୍ଗାଲୁରୁ,୨୮।୪: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଶନିବାର ହାସନ ଜିଲା ସହ ଜଡିତ ଯୌନ ଦୁର୍ନୀତିର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

କଂଗ୍ରେସକୁ ଝଟ୍‌କା, ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅରବିନ୍ଦର ସିଂ

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ ନେଇ ଦିଲ୍ଲୀ କଂଗ୍ରେସରେ ଖୋଲାଖୋଲି ଭାବେ ଅସନ୍ତୋଷ ପ୍ରକାଶ ପାଇଛି। ସଦ୍ୟତମ ମାମଲାରେ ଦିଲ୍ଲୀ କଂଗ୍ରେସ...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri