କ୍ରାନ୍ତି ଦିବସରେ କଂଗ୍ରେସ ଛାଡ଼ିଲେ ୩୦ ନେତା

ଭୁବନେଶ୍ୱର,୯।୮(ବ୍ୟୁରୋ): କ୍ରାନ୍ତି ଦିବସରେ ୩୦ରୁ ଅଧିକ ନେତା କଂଗ୍ରେସ ଛାଡ଼ିଛନ୍ତି। ପୂର୍ବତନ ଏମ୍‌ପି ରାଧାକାନ୍ତ ଦିଗଲ, ପୂର୍ବତନ ବିଧାୟକ ରବି ବେହେରା, ପିସିସିର ପୂର୍ବତନ ସମ୍ପାଦକ ତଥା ମୁଖପାତ୍ର ନିକୁଞ୍ଜ ପଶାୟତ, ପୂର୍ବତନ ମୁଖପାତ୍ର ଅଶୋକ ସାମଲ, ପିସିସିର ପୂର୍ବତନ ସାଧାରଣ ସମ୍ପାଦକ ବିଶ୍ୱଜିତ ଦାସ, ଜାତୀୟ ସଂଯୋଜକ ସୌମ୍ୟ ମିଶ୍ର , ରାଜ୍ୟ ଯୁବ କଂଗ୍ରେସ ସମ୍ପାଦକ ସଞ୍ଜୟ ବାରିକ, ଛାତ୍ର କଂଗ୍ରେସ ସାଧାରଣ ସମ୍ପାଦକ ଅକ୍ଷୟ ମଲ୍ଲ, ଛାତ୍ର କଂଗ୍ରେସ ସମ୍ପାଦକ ପ୍ରବୀଣ ବୋଦଲା ପ୍ରମୁଖ କଂଗ୍ରେସ ଛାଡ଼ିଛନ୍ତି ।
ସେମାନେ ଖବରଦାତା ସମ୍ମିଳନୀ କରି କହିଛନ୍ତି, କଂଗ୍ରେସ ଦଳ ନୀତି ଆଦର୍ଶରୁ ବିଚ୍ୟୁତ ହୋଇଛି । ବର୍ତ୍ତମାନର ପିସିସି ସଭାପତି ଶରତ ପଟ୍ଟନାୟକ କିଛି ନ୍ୟସ୍ତସ୍ବାର୍ଥ ଗୋଷ୍ଠୀ ଦ୍ୱାରା ପରିଚାଳିତ ହେଉଛନ୍ତି। ଶରତ ପଟ୍ଟନାୟକ ଦୀର୍ଘ ଦିନ ହେବ ସଂଗଠନ ସହିତ ସକ୍ରିୟ ଭାବେ ଜଡିତ ନ ଥିଲେ। ତେଣୁ ଏବେ ସେ ସଠିକ ଢଙ୍ଗରେ କାର୍ଯ୍ୟ କରି ପାରୁନାହାନ୍ତି ବୋଲି ପିସିସିର ପୂର୍ବତନ ମୁଖପାତ୍ର ଅଶୋକ ସାମଲ କହିଛନ୍ତି । ତେଣୁ ଦଳରେ ରହିବା ସମ୍ଭବ ହେଉନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri