ଶ୍ରୀଲଙ୍କାରୁ ବେଦଖଲ ରାଷ୍ଟ୍ରପତିଙ୍କୁ ମିଳୁନାହିଁ ସ୍ଥାନ!

କଲମ୍ବୋ,୧୦ ।୮: ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ଷେଙ୍କ ସମସ୍ୟା କମିବାର ନାଁ ନେଉନାହିଁ । ରିପୋର୍ଟ ଅନୁଯାୟୀ, ରାଜପାକ୍ଷେ ଗୁରୁବାର ଥାଇଲାଣ୍ଡ ପହଞ୍ଚି ପାରନ୍ତି । ସୂଚନାଯୋଗ୍ୟ, ଶ୍ରୀଲଙ୍କାର ଆର୍ଥିକ ସଙ୍କଟ ଦେଖାଦେବା ପରେ ଜନତା ଏହାର ବିରୋଧ କରିଥିଲେ । ଲୋକଙ୍କ ବିରୋଧ ପ୍ରଦର୍ଶନକୁ ଦେଖି ରାଜପାକ୍ଷେ ଦେଶଛାଡି ଚାଲି ଯାଇଥିଲେ । ଏହାପରେ ସେବେଠାରୁ ସେ କୌଣସି ଦକ୍ଷିଣ ପୂର୍ବ ଏସିଆ ଦେଶରେ ଶରଣ ନେବାକୁ ସ୍ଥାନ ଖୋଜୁଛନ୍ତି । ୭୦ ଦଶକ ମଧ୍ୟରେ ସବୁଠାରୁ ବଡ ଆର୍ଥିକ ସଙ୍କଟ ମଧ୍ୟରେ ଥିବା ଆମେରିକାରେ ଘୋର ଜନବିରୋଧ ଦେଖିବାକୁ ମିଳିଛି । ଏହାକୁ ଦେଖି ରାଜପାକ୍ଷେ ଦେଶ ଛାଡି ୧୫ ଜୁଲାଇରେ ମାଲଦ୍ୱୀପ ଦେଇ ସିଙ୍ଗାପୁର ଚାଲିଯାଇଥିଲେ ।
ସୂଚନାଯୋଗ୍ୟ, ପ୍ରଦର୍ଶନକାରୀ ରାଷ୍ଟ୍ରପତିଙ୍କ ଘର ଉପରେ ଆକ୍ରମଣ କରିବାକୁ ଚାହିଁ ବସିଛନ୍ତି । ରାଜପାକ୍ଷେ ଶ୍ରୀଲଙ୍କାର ପ୍ରଥମ ରାଷ୍ଟ୍ରପତି ହେବେ ଯାହାଙ୍କୁ କାର୍ଯ୍ୟକାଳ ଅଧାରୁ ଆସନ ଛାଡିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri