ଆଜି ରାଜ୍ୟରେ ୪୮୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟରେ ରବିବାର ୪୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୧୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୨୮୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୦୨ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୨ ହଜାର ୬୭୧ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ୪, ବାଲେଶ୍ୱରରୁ ୮ ,ବରଗଡ଼ରୁ ୨୨, ଭଦ୍ରକରୁ ୪, ବଲାଙ୍ଗୀରରୁ ୨୦, ବୌଦ୍ଧରୁ ୪୦, କଟକରୁ ୧୧, ଦେବଗଡ଼ରୁ ୩, ଢେଙ୍କାନାଳରୁ ୩, ଗଜପତିରୁ ୫, ଗଞ୍ଜାମରୁ ୨, ଜଗତ୍‌ସିଂହପୁରରୁ ୨, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୩୧, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୭, ଖୋର୍ଦ୍ଧାରୁ ୬୬, କୋରାପୁଟରୁ ୬, ମାଲକାନଗିରିରୁ୧, ମୟୂରଭଞ୍ଜରୁ ୨୧, ନବରଙ୍ଗପୁରରୁ ୨୦, ନୟାଗଡ଼ରୁ ୯, ନୂଆପଡ଼ାରୁ ୭, ପୁରୀରୁ ୭, ରାୟଗଡ଼ାରୁ ୧୪, ସମ୍ବଲପୁରରୁ ୨୬, ସୁବର୍ଣ୍ଣପୁରରୁ ୯, ସୁନ୍ଦରଗଡ଼ରୁ ୧୦୫ ଓ ଷ୍ଟେଟ୍‌ ପୁଲ୍‌ରୁ ୧୪ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...

ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…

ନୂଆପଡ଼ା,୧୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍‌ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ...

ଏହି ଦିନଠୁ ଆରମ୍ଭ ହେବ IPL 2026: ଆସିଗଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୬।୧୨: ଇଣ୍ଡିଆନ ପ୍ରିମିୟର ଲିଗର ପରବର୍ତ୍ତୀ ସିଜିନ ୨୬ ମାର୍ଚ୍ଚରୁ ମେ ୩୧ (ଟୁର୍ନାମେଣ୍ଟ ପାଇଁ ନିର୍ଦ୍ଧାରିତ ସମୟ) ମଧ୍ୟରେ ଅନୁଷ୍ଠିତ ହେବ। ରୟାଲ ଚ୍ୟାଲେଞ୍ଜର୍ସ...

ଭୋଟର ଲିଷ୍ଟରୁ କଟିଲା ୫୮ଲକ୍ଷରୁ ଅଧିକଙ୍କ ନାମ ନିର୍ବାଚନ କମିଶନ ଜାରି କଲେ SIRର ଡ୍ରାପ୍ଟ ଲିଷ୍ଟ

କୋଲକାତା,୧୬।୧୨: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ, ନିର୍ବାଚନ କମିଶନ ମଙ୍ଗଳବାର ସକାଳେ ତାଙ୍କ ୱେବସାଇଟରେ ୨୦୨୬ ଡ୍ରାଫ୍ଟ ଭୋଟର ତାଲିକାରୁ...

ଚାଷ ଜମିକୁ କାମ କରିବା ପାଇଁ ଯାଉଥିବାବେଳେ ପାଗଳ ବିଲୁଆ କାମୁଡାରେ ୬ ଆହାତ, ଜଣେ ଗୁରୁତର

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନରସିଂହପୁର, କୁଶପଡ଼ା,ବିଜୟ ପଦ୍ମନାଭପୁର ପ୍ରଭୃତି ଗ୍ରାମର ୬ ଜଣଙ୍କୁ ସୋମବାର ପାଗଳ ବିଲୁଆ କାମୁଡି କ୍ଷତାକ୍ତ...

ଗୁଗଲ ମ୍ୟାପ୍‌ ଦେଖି ଟ୍ରକ୍‌ ଚଳାଉଥିଲେ ଡ୍ରାଇଭର୍‌: ହଠାତ୍‌ ଘଟିଗଲା…

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ):ଗୁଗଲ ମ୍ୟାପ୍‌ ଦେଖାଇଲା ଭୁଲ ରାସ୍ତା। ଆଉ ଭୁଲ ରାସ୍ତାରେ ଆସି ଟ୍ରକ ଦୁର୍ଘଟଣାଗ୍ରସ୍ତ। ଏଭଳି ଘଟଣା ନୂଆ ହୋଇ ନ...

IPL ନିଲାମ ତାଲିକାରେ ୨ ଓଡ଼ିଆ: ବେସ ପ୍ରାଇସ ରହିଛି…

ନୂଆଦିଲ୍ଲୀ,୧୬।୧୨: ଆଜି ଆବୁଧାବିରେ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ପାଇଁ ମିନି-ନିଲାମ ଉପରେ ସମସ୍ତଙ୍କ ନଜର ରହିଛି। କୋଲକାତା ନାଇଟ ରାଇଡର୍ସ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri