ଓଡ଼ିଶାର ୨୨ଜଣଙ୍କୁ ମିଳିଲା ପୋଲିସ ପଦକ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ୭୬ତମ ସ୍ବାଧୀନତା ଦିବସ ଅବସରରେ ସୋମବାର ଓଡ଼ିଶାର ୨୨ ଜଣ ପୋଲିସ ଅଧିକାରୀ ଏବଂ କର୍ମଚାରୀଙ୍କୁ ପୋଲିସ ପଦକ ପ୍ରଦାନ କରାଯାଇଛି। ଲୋକସେବା ଭବନ କନଫରେନ୍‌ସ ହଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସମ୍ମାନ ପ୍ରଦାନ କରିଛନ୍ତି। ତେବେ ୯ ଜଣଙ୍କୁ ସାହାସିକତା କ୍ଷେତ୍ରରେ ପୋଲିସ ପଦକ, ବିଶିଷ୍ଟ ସେବା ପାଇଁ ୨ ଜଣଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ଏବଂ ପ୍ରଶଂସନୀୟ ସେବା ପାଇଁ ୧୧ଜଣଙ୍କୁ ପଦକ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଛ ମାନିଫେଷ୍ଟୋକୁ ନେଇ ବର୍ଷିଲା ବିଜେଡି, କହିଲେ ଭୂଆଁ ବୁଲାଉଛି…

ଭୁବନେଶ୍ୱର,୭।୫: ଭାଜପାର ସୋମବାର ସଙ୍କଳ୍ପପତ୍ର ଘୋଷଣା ପରେ ଏହାକୁ କାଉଣ୍ଟର ଆଟାକ କରିଛି ବିଜେଡି । ରାଜ୍ୟ ଭାଜପାର ସଙ୍କଳ୍ପପତ୍ରକୁ ‘ମିଛ ମାନିଫେଷ୍ଟୋ’ ବୋଲି କହିବା...

କଳାହାଣ୍ଡି ସ୍ବାଧୀନ ଏମ୍‌ପି ପ୍ରାର୍ଥୀଙ୍କୁ ଆକ୍ରମଣ

ଭବାନୀପାଟଣା,୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଲୋକସଭା ସ୍ବାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କୁ କେତେକ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନରେଶ...

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା, ୯ରେ ଆସିବେ ଗଡ଼କରୀ

ଭୁବନେଶ୍ୱର, ୭।୫: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଗସ୍ତରେ ଆସି ରାଜନାଥ ସିଂ ଭବାନୀପାଟଣା,...

ଓଡ଼ିଶାରେ ପ୍ରଚାର କରିବେ ଡ୍ରିମ୍‌ଗର୍ଲ

ଭୁବନେଶ୍ୱର,୭।୫: ଭାଜପାର ଷ୍ଟାର ପ୍ରଚାରକ ତାଲିକାରେ ଡ୍ରିମ୍‌ଗର୍ଲ ତଥା ମଥୁରା ଭାଜପା ଏମ୍‌ପି ପ୍ରାର୍ଥୀ ହେମାମାଳିନୀ ସାମିଲ ହୋଇଛନ୍ତି। ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ...

ଭୁବନେଶ୍ୱରରେ ରୋଡ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’୧୦ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ ଶୋ’ କରିବେ । ସା ୬ଟାରୁ ଏହି ରୋଡ ଶୋ’ ଆରମ୍ଭ ହେବ ବୋଲି...

ଟ୍ବିନ୍‌ ସିଟିରେ ମେଘୁଆ ପାଗ ସହ ହାଲୁକା ବର୍ଷା, ୬ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର, ୭।୫: ରାଜ୍ୟରେ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆଜି ସକାଳେ ଟ୍ବିନ୍‌ ସିଟିରେ ଆକାଶ ମେଘୁଆ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ...

ଅଧଘଣ୍ଟାରେ ଅଧା ରାଜଧାନୀ ପ୍ରଭାବିତ

ଭୁବନେଶ୍ୱର, ୭।୫ (ବନ୍ଦନା ସେଠୀ):ରାଜଧାନୀ ଭୁବନେଶ୍ୱରରେ ସୋମବାର କାଳବୈଶାଖୀ ତାଣ୍ଡବ ରଚିଛି। ଅଧଘଣ୍ଟାର ଝଡ଼ତୋଫାନ ସହ ବର୍ଷାରେ ଅଧା ରାଜଧାନୀ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ...

ଭାଜପା ବିରୋଧରେ ପ୍ରଚାର କରିବେ ଉଜ୍ଜଳା ଦିଦି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା):ରାଜ୍ୟର ଉଜ୍ଜଳା ଦିଦିମାନେ ବିଭିନ୍ନ ଦାବି ନେଇ ସୋମବାର ମାଷ୍ଟର କ୍ୟାଣ୍ଟିନ ଛକରେ ଧାରଣା ଦେଇଥିଲେ। ସେମାନଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ଅଣଦେଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri