ଅପଲକୁ ଝଟ୍‌କା, କର୍ମଚାରୀଙ୍କୁ ଦେବ ୨.୫ ଅରବ ଟଙ୍କା

କାଲିଫର୍ନିଆ,୧୬ ।୮: ନାମୀ ଟେକ କମ୍ପାନୀ ଅପଲକୁ କାଲିଫର୍ନିଆର ଏକ ଫେଡେରାଲ କୋର୍ଟ ପକ୍ଷରୁ ଝଟକା ଲାଗିଛି । ପାଖାପାଖି ଏକ ଦଶକ ପୁରୁଣା ମାମଲାରେ କାଲିଫର୍ନିଆ ଫେଡେରାଲ କୋର୍ଟ କର୍ମଚାରୀଙ୍କ ସପକ୍ଷରେ ରାୟ ଶୁଣାଇଛନ୍ତି । କାଲିଫର୍ନିଆର ଏକ ଫେଡେରାଲ କୋର୍ଟର ବିଚାରପତି ପାଖାପାଖି ଏକ ଦଶକ ପୁରୁଣା ମାମଲାରେ ଅପଲ କମ୍ପାନୀକୁ ୨.୪୨ ଅରବ ଟଙ୍କା (୩୦.୫ ମିଲିୟନ ଡଲାର)ରାଶି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅଦାଲତରେ ଦାୟର କରାଯାଇଥିବା ଅଭିଯୋଗରେ ଦାବି କରାଯାଇଥିଲା କି କମ୍ପାନୀର ୧୫,୦୦୦ ଏପଲ ଷ୍ଟୋର କର୍ମଚାରୀଙ୍କୁ ତାଙ୍କ ସିଫ୍ଟ ପରେ ସୁରକ୍ଷା ଯାଞ୍ଚରେ ନଷ୍ଟ କରିଥିବା ସମୟ ପାଇଁ କୌଣସି ଦେୟ ଦେଇ ନ ଥିଲା । ଏବେ ଏହି ମାମଲାର ଶୁଣାଣି କରି କମ୍ପାନୀର ଷ୍ଟୋର କର୍ମଚାରୀଙ୍କୁ ୨.୪୨ ଅରବ ଡଲାର ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ସେନା ଘାଟି ଉପରେ ଡ୍ରୋନ୍‌ ଆକ୍ରମଣ

ବିରୁଟ୍‌/ଜେରୁଜେଲମ୍‌,୬ା୫: ଇସ୍ରାଏଲ୍‌ର ଉତ୍ତର ଭାଗରେ ଥିବା ମେଟୁଲା ସହର ଅଧୀନ ଏକ ସେନା ଘାଟି ଉପରେ ହେଜବୁଲ୍ଲା ପକ୍ଷରୁ ଡ୍ରୋନ୍‌ ଆକ୍ରମଣ କରାଯାଇଛି। ଆକ୍ରମଣରେ କେହି...

ଚାଇନାରେ ପୁଣିଥରେ ବଢୁଛି କି ମହାମାରୀ? ହସ୍ପିଟାଲରେ ଆଇସିୟୁ ବେଡ ବଢାଇବାକୁ ସୁପାରିସ

ବେଜିଂ,୬।୫: ନିକଟରେ ଚାଇନାରେ କରୋନା ମହାମାରୀ ଯୋଗୁ ସାରା ଦେଶ ବିପର୍ଯ୍ୟସ୍ତ ହୋଇପଡିଥିଲା। ଦେଶରେ ଏହି ମହାମାରୀ ଯୋଗୁଁ ହଜାର ହଜାର ଲୋକ ପ୍ରାଣ ହରାଇଥିଲେ।...

ପୁଣି ମହାକାଶ ଯିବେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ: ପ୍ରଥମ ମହିଳା ଭାବେ ରଚିବେ ଇତିହାସ

ଓ୍ବାଶିଂଟନ୍‌,୬।୫: ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ ପୁଣି ଥରେ ମହାକାଶକୁ ଯିବାକୁ ପ୍ରସ୍ତୁତ ହେଉଛନ୍ତି। ଏଥର ବଚ ୱିଲମୋର ମଧ୍ୟ ତାଙ୍କ ସହ ରହିବେ। ଦୁଇ...

ବାଇଡେନଙ୍କ ଉପରେ ଏମିତି ଅଭିଯୋଗ ଆଣିଲେ ଟ୍ରମ୍ପ

ଓ୍ବାଶିଂଟନ,୬ା୫: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ପ୍ରାର୍ଥୀଙ୍କ ମଧ୍ୟରେ କଥାବାର୍ତ୍ତା ତୀବ୍ର ହୋଇଛି। ଏହି କ୍ରମରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବିବୃତ୍ତି ସାମ୍ନାକୁ...

ପୁଣି ଇସ୍ରାଏଲ ଉପରେ ମିଶାଇଲ୍‌ ମାଡ କଲା ହମାସ

ଜେରୁଜେଲମ,୬।୫: ଗତ ସାତ ମାସ ଧରି ହମାସ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଚାଲିଛି। ହମାସକୁ ହଟାଇବା ପାଇଁ ଇସ୍ରାଏଲର ସଂକଳ୍ପ ଗାଜା ଅଞ୍ଚଳର ଲୋକଙ୍କ...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ବ୍ୟାନ ହେଲା ଅଲ ଜଜିରା, ନେତାନ୍ୟାହୁ କହିଲେ ଉସକାଇବା ଚ୍ୟାନେଲ

ଜେରୁଜେଲମ,୫।୫: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରବିବାର (୫ ମଇ ୨୦୨୪) ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ...

ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ୟୁକ୍ରେନ ରାଷ୍ଟ୍ରପତି, ଆଉ କିଛି ଦେଶର ନେତାଙ୍କର ରହିଛି ନାଁ!

ମସ୍କୋ,୫।୫: ରୁଷିଆ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ କରି ତାଙ୍କୁ ଓ୍ବାଣ୍ଟେଡ ତାଲିକାରେ ରଖିଛି। ଏ ବାବଦରେ ଆଉ କୌଣସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri