କରୋନାରେ ଚାଲିଗଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୬।୮(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ୬୦ ବର୍ଷୀୟ ବ୍ୟକ୍ତି। ସେ ରାୟଗଡା ଜିଲାର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ତାଲିକା ଦାଖଲ କଲେ ଅପରାଜିତା: ଜାଣନ୍ତୁ ସମ୍ପତ୍ତି କେତେ…

ଭୁବନେଶ୍ୱର,୩।୫: ଭୁବନେଶ୍ୱର ଭାଜପା ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଢ଼ଙ୍ଗୀ ସମ୍ପତ୍ତି ତାଲିକାର ସତ୍ୟପାଠ ଦାଖଲ କରିଛନ୍ତି। ତାଙ୍କର ମୋଟ ୨ କୋଟି ୫ ଲକ୍ଷ ଟଙ୍କାର...

ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ସନ୍ତୋଷ ଖଟୁଆଙ୍କୁ ଦେଲା ଟିକେଟ୍‌

ଭୁବନେଶ୍ୱର,୩।୫: ନୀଳଗିରି ବିଧାନସଭା ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛି। ସନ୍ତୋଷ ଖଟୁଆଙ୍କୁ ଭାଜପା ଟିକେଟ୍‌ ଦେଇଛି। ଭୁରୁବାର ସନ୍ତୋଷ ବିଜେଡିରୁ ଇସ୍ତଫା ଦେଇଥିଲେ।...

ବିଜେଡିରେ ସାମିଲ ହେଲେ ଜିନା ସାମଲ

ଭୁବନେଶ୍ୱର,୩।୫: ଆଜି ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ମିଶିଲେ ଅଭିନେତ୍ରୀ ଜିନା ସାମଲ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ...

ବିଜେଡି ଛାଡ଼ିଲେ ରବିନାରାୟଣ

ଭୁବନେଶ୍ୱର,୩ା୫: ଶୁକ୍ରବାର ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲାର ରଣପୁର ବିଧାୟକ ଥିଲେ। ୨୦୧୨ରୁ ୨୦୧୪...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

କେନ୍ଦ୍ରାପଡା,୩।୫ (ଜଗନ୍ନାଥ ଧଳ): ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି।...

ନିର୍ବାଚନ ଲଢ଼ିବେ ଦେବାଶିଷ

ଭୁବନେଶ୍ୱର,୩ା୫: ଦେବାଶିଷ ନାୟକ ନିର୍ବାଚନ ଲଢ଼ିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେ ଲେଖିଛନ୍ତି, ବରୀବାସୀଙ୍କ ପାଇଁ...

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri