ଆମିରଙ୍କ କ୍ୟାରିୟର ଟଳମଳ

ମୁମ୍ବାଇ: ସାମାଜିକ ଗଣମାଧ୍ୟମରୁ ଏବେ କୌଣସି କଥା ଅଛପା ହୋଇ ରହୁନାହିଁ। ଯେଉଁ ଖବରଗୁଡ଼ିକ ଲୋକଲୋଚନକୁ ଆସିପାରୁ ନାହିଁ ସେ ସବୁ ସୋସିଆଲ ମିଡିଆରେ ଘୁରିବୁଲୁଛି। ଅନ୍ୟପଟେ ବର୍ତ୍ତମାନ ସମୟରେ ସୋସିଆଲ ମିଡିଆ ୟୁଜରଙ୍କ ଟ୍ରୋଲ ଏକ ଟ୍ରେଣ୍ଡ ପାଲଟିଛି। ଆଉ ବଲିଉଡ୍‌ର ମିଷ୍ଟର ପ୍ରଫେକ୍ସନାଲିଷ୍ଟ କୁହାଯାଉଥିବା ଆମିର ଖାନ୍‌ ଏହି ଟ୍ରୋଲ୍‌ର ଶିକାର ହୋଇଛନ୍ତି। ସୋସିଆଲ ମିଡିଆ ୟୁଜରଙ୍କ ପାଇଁ ପିକେ ଫିଲ୍ମ ନାୟକ ଆମିର ଏବେ ପାଲଟିଛନ୍ତି ଫ୍ଲପ୍‌ ହିରୋ। ବହୁ ପ୍ରତୀକ୍ଷିତ ଫିଲ୍ମ ‘ଲାଲ୍‌ ସିଂ ଚଢ଼ା’କୁ ଲୋକେ ବଏକଟ୍‌ କରିବା ପରେ ଆମିରଙ୍କ ଅଡ଼ୁଆ ଏବେ ବଢ଼ିଯାଇଛି। ନିଜ ଫିଲ୍ମି କ୍ୟାରିୟର୍‌ ଫେମ୍‌କୁ ଅକ୍ଷୁଣ୍ଣ ଖିବା ପାଇଁ ଦକ୍ଷିଣ ଭାରତୀୟ ଫିଲ୍ମରେ
୧୮୦ କୋଟି ଟଙ୍କା ବିନିମୟରେ ତିଆରି ହୋଇଥିବା ଫିଲ୍ମ ‘ଲାଲ୍‌ ସିଂ ଚଢ଼ା’ ରିଲିଜ୍‌ର ପ୍ରଥମ ସପ୍ତାହରେ ୫୦ କୋଟିରୁ କମ୍‌ ଟଙ୍କାର ବ୍ୟବସାୟ କରିଛି। ବକ୍ସ ଅଫିସ୍‌ରେ ଖରାପ ପ୍ରଦର୍ଶନ କରିବା ନେଇ ଫିଲ୍ମରେ ସାମିଲ ଡିଷ୍ଟ୍ରିବ୍ୟୁଟରମାନଙ୍କୁ ଆମିର ଖାନ୍‌ ଟଙ୍କା ଦେବାକୁ ନିଷ୍ପତ୍ତି ନେଇଥିବା ମଧ୍ୟ ଚର୍ଚ୍ଚା ହେଉଛି।
ଅନ୍ୟପଟେ ଦେଖିବାକୁ ଗଲେ ସମ୍ପ୍ରତି ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିର ସତ୍ତା ବୁଡ଼ିବା ଉପରେ। କାରଣ ସିନେପ୍ରେମୀ ସବୁ ପାନ୍‌ ଇଣ୍ଡିଆ ଫିଲ୍ମ ମୁହାଁ ହୋଇଥିବାବେଳେ ଫିଲ୍ମର ଚାହିଦା କମି ଓ୍ବେବ୍‌ ସିରିଜ୍‌ର ଚାହିଦା ବଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri