‘ଏମରଜେନ୍ସି’ରେ ମହିମାଙ୍କ ଏଣ୍ଟ୍ରି

ବମ୍ବେ: ଚଳଚ୍ଚିତ୍ର ‘ଏମରଜେନ୍ସି’ରେ ଅଭିନେତ୍ରୀ ମହିମା ଚୌଧୁରୀଙ୍କ ଏଣ୍ଟ୍ରି। ସେ ସାଂସ୍କୃତିକ କାର୍ଯ୍ୟକର୍ତ୍ତା ତଥା ଲେଖକ ପପୁଲ ଜୟକରଙ୍କ ଭୂମିକାରେ ନଜର ଆସିବେ, ଯିଏକି ନେହେରୁ ପରିବାରର ଜଣେ ଘନିଷ୍ଠ ବନ୍ଧୁ ଥିଲେ। ଫିଲ୍ମରେ ମୁଖ୍ୟ ଭୂମିକାରେ ଥିବା ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ମହିମାଙ୍କ ଅଭିନୟ ନେଇ ସୂଚନା ଦେଇଛନ୍ତି। ତେବେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ନଜର ଆସିବେ।

କଙ୍ଗନାଙ୍କ ଫିଲ୍ମଟି ୧୯୭୫,ଜୁନ୍‌ ୨୫ରେ ତତ୍କାଳିନ ପ୍ରଧାନମନ୍ତ୍ରୀ ଇନ୍ଦ୍ରିରା ଗାନ୍ଧୀ ଦେଶରେ ଲଗାଇଥିବା ଜରୁରିକାଳୀନ ପରିସ୍ଥିତି ଉପରେ ପର୍ଯ୍ୟବଶିତ। ଏହା ୧୯୭୭ ମାର୍ଚ୍ଚ ୨୧ ଯାଏ ଲାଗି ରହିଥିଲା। ପରେ ଏହାକୁ ଭାରତ ଇତିହାସର କଳା ଅଧ୍ୟାୟ ଭାବେ ବିବେଚନା କରାଯାଇଥାଏ। ଫିଲ୍ମରେ ଅଭିନେତା ଅନୁପମ ଖେର ରାଜନେତା ଜୟପ୍ରକାଶ ନାରାୟଣ ଚରିତ୍ରରେ ଅଭିନୟ କରିବେ। ଜୟପ୍ରକାଶ ଏଭଳି ନେତା ଥିଲେ ଯିଏ କି ଜରୁରିକାଳୀନ ପରିସ୍ଥିତି ବିପକ୍ଷରେ ସ୍ବର ଉତ୍ତୋଳନ କରିଥିଲେ। ସେହିଭଳି ଅଭିନେତା ଶ୍ରେୟସ ତଲ୍‌ପଡେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଭୂମିକାରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…

କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍‌...

ଜମୁଛି କାର୍ତ୍ତିକ-ଅନନ୍ୟାଙ୍କ ଯୋଡ଼ି, ଟ୍ରେଲର ରିଲିଜ ପରେ ସାମ୍ନାକୁ ଆସିଲା…

ମୁମ୍ବାଇ: କାର୍ତ୍ତିକ ଆର୍ଯ୍ୟନ ଏବଂ ଅନନ୍ୟା ପାଣ୍ଡେଙ୍କ ରୋମାଣ୍ଟିକ-କମେଡି ଫିଲ୍ମ ‘ତୁ ମେରି ମୈ ତେରା ମୈ ତେରା ତୁ ମେରି’ର ଟ୍ରେଲର ଗୁରୁବାର ରିଲିଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri