ସୁବର୍ଣ୍ଣରେଖାରେ ବନ୍ୟାଜଳ ସ୍ଥିର: ମନ୍ତ୍ରୀ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟର କେତେକ ଜିଲାରେ ବନ୍ୟା ସ୍ଥିତି ଦେଖା ଦେଇଥିବା ବେଳେ ସୁବର୍ଣ୍ଣରେଖା ନଦୀରେ ବନ୍ୟାଜଳ ସ୍ଥିର ରହିଛି। ଏ ନେଇ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି । ସେ କହିଛନ୍ତି ଯେ, ଗତ ୮ ଘଣ୍ଟା ହେବ ନଦୀରେ ବନ୍ୟାଜଳ ସ୍ଥିର ରହିଛି । ବାଲେଶ୍ବର ଜିଲାର ବସ୍ତା, ବାଲିଆପାଳ ସମେତ ତଳି ଅଞ୍ଚଳରେ ପାଣି ପଶିଛି । ସୁବର୍ଣ୍ଣରେଖାରେ ସିଷ୍ଟମରେ କୌଣସି ଘାଇ ହୋଇନାହିଁ । ଅନ୍ୟ ନଦୀ ଗୁଡିକରେ ବନ୍ୟାଜଳ କମିବା ଆରମ୍ଭ ହୋଇଛି । ପରିସ୍ଥିତି ଉପରେ ନଜର ରଖାଯାଇଛି ।
ସୂଚନାଯୋଗ୍ୟ, ଝାଡ଼ଖଣ୍ଡ ଗାଲୁଡିହ ଡ୍ୟାମ୍‌ରୁ ପାଣି ଆସିବା ପରେ ସୁବର୍ଣ୍ଣରେଖା ନଦୀ ଫୁଲିବାରେ ଲାଗିଥିଲା । ଝାଡ଼ଖଣ୍ଡ ଗାଲୁଡିହି ବ୍ୟାରେଜର ୧୮ଟି ଗେଟ୍‌ ଯୋଗେ ବନ୍ୟାଜଳ ନିଷ୍କାସିତ ହେଉଥିବାରୁ ବାଲେଶ୍ବର ଓ ମୟୂରଭଞ୍ଜ ଜିଲାରେ ବଡ ଧରଣର ବନ୍ୟା ଆଶଙ୍କା ଦେଖାଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri