ରେଙ୍ଗାଳିରୁ ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ

କଣିହା,୨୨।୮(ଡି.ଏନ୍‌.ଏ.): ଅନୁଗୋଳ ରେଙ୍ଗାଳି ଡ୍ୟାମରୁ ବର୍ଷର ପ୍ରଥମ ବନ୍ୟାଜଳ ସୋମବାର ଛଡ଼ାଯାଇଛି। ଡ୍ୟାମର କେବଳ ଗୋଟିଏ ଗେଟ (୮ ନଂ.)ଖୋଲା ଯାଇଛି । ୮ ନମ୍ବର ଗେଟ ଦେଇ ବନ୍ୟାଜଳ ତଳମୁଣ୍ଡକୁ ଛଡା ଯାଉଛି। ଡ୍ୟାମର ଜଳ ଧାରଣା କ୍ଷମତା ୧୨୩.୫୦ ମିଟର ରହିଥିବା ବେଳେ ବର୍ତ୍ତମାନ ଜଳସ୍ତର ୧୨୧.୯୫ ମିଟର ରହିଛି । ଡ୍ୟାମ ଭିତରକୁ ୭,୮୦୦ ଘନମିଟର ଜଳ ପ୍ରବେଶ କରୁଥିବା ବେଳେ ପାଓ୍ବାର ଟନେଲ ଦେଇ ୫୮୭.୩୮ ଘନ ମିଟର ଜଳ ନିଷ୍କାସିତ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri