ଭୁବନେଶ୍ୱର,୨୩।୮(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ୨୧ ବର୍ଷୀୟା ଯୁବତୀ। ସେ ନବରଙ୍ଗପୁର ଜିଲାର ବୋଲି ଜଣାପଡିଛି।]
ଭୁବନେଶ୍ୱର,୨୩।୮(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ୨୧ ବର୍ଷୀୟା ଯୁବତୀ। ସେ ନବରଙ୍ଗପୁର ଜିଲାର ବୋଲି ଜଣାପଡିଛି।]
ଭୁବନେଶ୍ବର, ୨୫।୧୨: କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...
ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...
ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...
ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...
ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...
ଇସଲାମାବାଦ,୨୫।୧୨: ଇସଲାମିକ ଦେଶ ପାକିସ୍ତାନ ଅନେକ ଦଶନ୍ଧି ପରେ ପୁଣି ଥରେ ବିଶ୍ୱକୁ ମଦ ବିକ୍ରି କରିବାକୁ ଯାଉଛି। ୫୦ ବର୍ଷରୁ ଅଧିକ ସମୟର ନିଷେଧ...
ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...
ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...
