ଆସନ୍ତା ବର୍ଷ ରିଲିଜ ହେବ ଚିରଞ୍ଜିବଙ୍କ ଫିଲ୍ମ ‘ଭୋଳା ଶଙ୍କର’

ଚେନ୍ନାଇ: ସାଉଥର ମେଗାଷ୍ଟାର ଚିରଞ୍ଜିବଙ୍କୁ ସମସ୍ତେ ଜାଣନ୍ତି । ସେ ତାଙ୍କ କ୍ୟାରିୟରରେ ଦର୍ଶକଙ୍କୁ ବହୁତ ହିଟ ଫିଲ୍ମ ଭେଟି ଦେଇଛନ୍ତି । ଏହାରି ଭିତରେ ଶୁଣିବାକୁ ମିଳିଛି କି ମେଗାଷ୍ଟାର ଚିରଞ୍ଜିବଙ୍କ ମଚ ଆୱେଟେଡ ଆକ୍ସନ-ଏଣ୍ଟରଟେନର ଫିଲ୍ମ ‘ଭୋଳା ଶଙ୍କର’ ଆସନ୍ତା ବର୍ଷ ଏପ୍ରିଲ ୧୪ରେ ରିଲିଜ ପାଇଁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇଗଲାଣି । ତେବେ ଚିରଞ୍ଜିବଙ୍କ ୬୭ତମ ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ ମେକର୍ସ ଏହା ଘୋଷଣା କରିଛନ୍ତି । ଏହି ଫିଲ୍ମ ଦେଖିବାକୁ ଚିରଞ୍ଜିବଙ୍କ ପ୍ରଶଂସକମାନେ ବଡ ଉତ୍ସାହର ସହ ଅପେକ୍ଷା ରଖିଛନ୍ତି । ୧୯୫୫ ଅଗଷ୍ଟ ୨୨ରେ ଚିରଞ୍ଜୀବ ଜନ୍ମ ନେଇଥିବା ବେଳେ ସେ ଏବେ ସାଉଥ୍ ଇଣ୍ଡଷ୍ଟ୍ରିର ଜଣେ ମେଗାଷ୍ଟାର ।
କୁହାଯାଉଛି ଚିରଞ୍ଜିବଙ୍କ ଏହି ଫିଲ୍ମ ଅଜିତ, ଶ୍ରୃତି ହାସନ ଓ ଲକ୍ଷ୍ମୀ ମେନନ ଷ୍ଟାରର ତାମିଲ ବ୍ଲକବଷ୍ଟର ଫିଲ୍ମ ‘ଭେଦାଲମ’ର ରିମେକ । ‘ଭୋଲା ଶଙ୍କର’ରେ ମେକର୍ସ ତେଲଗୁ ଦର୍ଶକଙ୍କ ପାଇଁ ଛୋଟ ମୋଟ ପରିବର୍ତ୍ତନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri