୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ: ୨୪ ଘଣ୍ଟାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୩ା୮(ବ୍ୟୁରୋ): ଉତ୍ତର ପୂର୍ବ ବଙ୍ଗୋପସଗର ଏବଂ ଏହାର ଆଖ ପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ଏକ ଟ୍ରପଲାଇନ ରହିଛି। ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦୁଝର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ସୁନ୍ଦରଗଡ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଢେଙ୍କାନାଳ, କଟକ, ପୁରୀ, ଗଞ୍ଜାମ, ଗଜପତି ଏବଂ ଖୋର୍ଦ୍ଧା ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri