ବସ୍‌ଷ୍ଟାଣ୍ଡ ନିକଟରୁ ମିଳିଲା ଜଣେ ବ୍ୟକ୍ତିଙ୍କ ମୃତଦେହ

କୋକସରା,୨୪ା୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଛକ ବସ୍‌ଷ୍ଟାଣ୍ଡର ଦୁର୍ଗାମଣ୍ଡପ ନିକଟରେ ବୁଧବାର ଜଣେ ଯୁବକଙ୍କ ମୃତଦେହ ରହିଥିବା ଦେଖି ସ୍ଥାନୀୟ ଲୋକେ ମୋଟେର ଫାଣ୍ଡି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ମୋଟେର ଫାଣ୍ଡି ଅଧିକାରୀ ମନୋରଞ୍ଜନ ଆଚାର୍ଯ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ମୃତ ଯୁବକ ଜଣକ ମୋଟେର ଗ୍ରାମର ଶାନ୍ତି ନଗର ପଡ଼ାର ନାରାୟଣ ସରାଫ(୪୭) ବୋଲି ଜଣାପଡ଼ିଛି। ତେବେ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହୋଇଛି ତାହା ଅସ୍ପଷ୍ଟ ରହିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନାକୁ ପଠାଇ  ପରେ ପରିବାରକୁ ହସ୍ତାନ୍ତର କରିଛି। କୋକସରା ଥାନାରେ କେସ୍‌ ନମ୍ବର ୧୬/୨୨ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରହିଥିବା ନେଇ ମୋଟେର ଫାଣ୍ଡି ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ...

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

ମହିଳାଙ୍କ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି ଦମ୍ପତି ଫେରାର, ପାଟଣା ଥାନାର ଦ୍ୱାରସ୍ଥ ହେଲେ…

ପାଟଣା,୫।୫(ବୀର କିଶୋର ଦାଶ) :କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ମୁଖ୍ୟାଳୟ ଟାଇଁଶିରା ଗ୍ରାମର ୨୩ ଜଣ ମହିଳା ଠକେଇର ଶିକାର ହୋଇଛନ୍ତି।...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri