Posted inଜାତୀୟ

ଏଏପିର କେତେକ ବିଧାୟକ ଯୋଗାଯୋଗରେ ନାହାନ୍ତି, କେଜରିଓ୍ବାଲଙ୍କ ବାସଭବନରେ ଜରୁରୀ ବୈଠକ…

ନୂଆଦିଲ୍ଲୀ, ୨୫।୮ : ଏଏପିର କେତେକ ବିଧାୟକ ଯୋଗାଯୋଗରେ ନାହାନ୍ତି। ବିଧାୟକ ଦିଲୀପ ପାଣ୍ଡେ କହିଛନ୍ତି ଯେ ଗତକାଲି ସମସ୍ତ ବିଧାୟକଙ୍କ ସହ ଯୋଗାଯୋଗ କରାଯାଇଥିଲା ଏବଂ ଯେଉଁ ବିଧାୟକଙ୍କ ସହ ଯୋଗାଯୋଗ ହୋଇପାରି ନାହିଁ, ସେମାନଙ୍କ ସହ ଯୋଗାଯୋଗର ଉଦ୍ୟମ ହେଉଛି। ତାହା କରିବେ। ଭାଜପା ୪୦ ଜଣ ଏଏପି ବିଧାୟକଙ୍କୁ ନିଜ ଆଡ଼କୁ ନେବାର ଷଡ଼ଯନ୍ତ୍ର କରୁଛି। ଏନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ବାସଭବନରେ ଗୁରୁବାର ଏକ ଜରୁରୀ ବୈଠକ ଆରମ୍ଭ ହୋଇଛି।

ଆମ ଆଦମୀ ପାର୍ଟିର ବିଧାୟକ ଏବଂ ମନ୍ତ୍ରୀମାନଙ୍କୁ ଭାଜପା କିଣିବାକୁ ପ୍ରସ୍ତାବ ଦେଇଥିବା ଅଭିଯୋଗ ହେବା ପରେ ଦଳର କିଛି ବିଧାୟକଙ୍କ ସହ ଯୋଗାଯୋଗ କରିବା ସମ୍ଭବ ହୋଇ ପାରି ନଥିଲା।

ଦିଲ୍ଲୀ ବିଧାନସଭାରେ ଆମ ଆଦମୀ ପାର୍ଟିର ୬୨ ଜଣ ବିଧାୟକ ଅଛନ୍ତି। ଏହି ବିଧାୟକମାନଙ୍କ ମଧ୍ୟରୁ କେତେଜଣ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ହେଉଥିବା ବୈଠକରେ ପହଞ୍ଚିବେ ତାହା ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri