ଖସିଲା କରୋନା ଗ୍ରାଫ୍‌: ଆଜି ରାଜ୍ୟରୁ ୨୬୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୬୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୩୮୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫୩ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୪୭ ଜଣ ଶିଶୁ ବି ଅଛନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୫୦ ଏବଂ ବଲାଙ୍ଗୀରରୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୨, ବରଗଡ଼ ୫, ଭଦ୍ରକ ୩, ବୌଦ୍ଧ ୭, କଟକ ୧୫, ଦେବଗଡ଼ ୪, ଗଜପତି ୧୧, ଗଞ୍ଜାମ ୧, ଯାଜପୁର ୫ ଝାରସୁଗୁଡ଼ା ୫, କଳାହାଣ୍ଡି ୧, କନ୍ଧମାଳ ୯, କେନ୍ଦ୍ରାପଡ଼ା ୨, କୋରାପୁଟ ୨, ମୟୂରଭଞ୍ଜ ୯, ନବରଙ୍ଗପୁର ୯, ନୟାଗଡ଼ ୬, ନୂଆପଡ଼ା ୬, ପୁରୀ ୭, ରାୟଗଡ଼ା୨, ସମ୍ବଲପୁରରୁ ୧୪ ଏବଂ ସୋନପୁରରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୩।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୩୮୩ରେ ପହଞ୍ଚିଥିବା ବେଳେ ୧୩,୧୫,୧୭୩ ଜଣ ସୁସ୍ଥ ହୋଇଛନ୍ତି। ୧୯୮୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିବା ପରେ ଏମିତି କହିଲେ ଅନୁଭବ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌…

ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri