ଦେହ ପାଇଁ ଉପକାରୀ ଟମାଟୋ

ଟମାଟୋ ଖାଇବା ଶରୀର ପାଇଁ ହିତକର। ଅନେକ ପ୍ରକାର ରୋଗରେ ଏହାକୁ ଔଷଧ ଭାବେ ଗ୍ରହଣ କରାଯାଏ। ଜାଣନ୍ତୁ ସେ ସମ୍ପର୍କରେ…

-ଟମାଟୋରେ କ୍ୟାଲସିୟମ ଓ ଫସ୍‌ଫରସ ରହିଥାଏ। ଏହା ହାଡ଼କୁ ମଜଭୁତ କରିଥାଏ।

-ଟମାଟୋରେ ଭିଟାମିନ ଏ ପ୍ରଚୁର ମାତ୍ରାରେ ରହିଥାଏ। ଏହା ଦୃଷ୍ଟିଶକ୍ତି ବଢ଼ାଇବାରେ ସାହାଯ୍ୟ କରିଥାଏ।

-ପାଚନତନ୍ତ୍ରକୁ ସକ୍ରିୟ ନ କରାଇଲେ ମଧ୍ୟ ଏହା ଗ୍ୟାସ ସମସ୍ୟା ଦୂର କରିବାରେ ସହାୟକ ହୋଇଥାଏ।

– ଏହା ଶ୍ୱାସନଳି ସଫା କରିବାରେ ସାହାଯ୍ୟ କରିବା ଯୋଗୁ ଶ୍ୱାସ ସମସ୍ୟା ସୃଷ୍ଟି ହୋଇ ନ ଥାଏ।

-ମଧୁମେହ ଓ ହୃଦ୍‌ରୋଗୀଙ୍କ ପାଇଁ ଏହା ବରଦାନ ସଦୃଶ । ଯଦି ଏହାକୁ ସେମାନେ ନିୟମିତ ଖାନ୍ତି ଲାଭବାନ ହେବେ।

-ଏଥିରେ ଭିଟାମିନ ପରିମାଣ ଅଧିକ ଥିବାରୁ ଏହାକୁ ଖାଇବା ଫଳରେ ଚର୍ମ କୁଞ୍ଚନ ଦେଖାଯାଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

ଲଡ୍ଡୁ ଗୋପାଳଙ୍କ ମୂର୍ତ୍ତି କେତେ ବଡ଼ ହେବା ଉଚିତ? ଜାଣନ୍ତୁ ଘରେ ରଖିବାର ୧୦ ନିୟମ…

ଲଡ୍ଡୁ ଗୋପାଳ ହେଉଛନ୍ତି ଭଗବାନ ଶ୍ରୀକୃଷ୍ଣଙ୍କ ବାଳ ସ୍ବରୂପ। ଘରେ ଲଡ୍ଡୁ ଗୋପାଳଙ୍କୁ ରଖିବା କେବଳ ପୂଜା ନୁହେଁ, ବରଂ ଏକ ବାଳକଙ୍କୁ ପରିବାରର ସଦସ୍ୟ...

ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ...

୨୯ ଡିସେମ୍ୱରରେ ଏହି ୩ରାଶିର ଭଲ ଟାଇମ୍‌, ବର୍ଷଶେଷବେଳକୁ ହୁ ହୁ ହୋଇ ବଢିଯିବ ଧନ

ହିନ୍ଦୁ ଧର୍ମରେ, ଗ୍ରହ ଆଧାରରେ ରାଶି ଗଣନା କରାଯାଏ। ଯେତେବେଳେ କୌଣସି ଗ୍ରହ ତାର ରାଶି ପରିବର୍ତ୍ତନ କରେ, ଏହା ଶୁଭ ଏବଂ ଅଶୁଭ ଉଭୟ...

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri