Posted inଜାତୀୟ

ପକ୍ଷୀ ଉପରେ ବସି ଜେଲ ବାହାରକୁ ଯାଉଥିଲେ ସାବରକର

ବେଙ୍ଗାଲୁରୁ,୨୯।୮: ଭାଜପା ନେତୃତ୍ୱାଧୀନ ସରକାର ଇତିହାସର ପୁନର୍ଲିଖନ ପ୍ରୟାସ କରୁଥିବାରୁ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି। କର୍ନାଟକ ପାଠ୍ୟପୁସ୍ତକ ସଂଶୋଧନ କମିଟି ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଇତିହାସ ବହିରେ ବିନାୟକ ଦାମୋଦର ସାବରକରଙ୍କ ଉପରେ ଏକ ଅଧ୍ୟାୟ ସଂଯୋଗ କରିଛି। ସାବରକର ଆଣ୍ଡାମାନ ଜେଲରେ ବନ୍ଦୀ ଜୀବନ ବିତାଉଥିବାବେଳେ ସେ ଏକ ପକ୍ଷୀ ଡେଣାରେ ବସି ନିୟମିତ ନିଜ ଜନ୍ମଭୂମିକୁ ଭ୍ରମଣ କରିବାକୁ ଯାଉଥିଲେ ବୋଲି ସେଥିରେ ଲେଖାଅଛି।

ଏପରି କି ସାବରକର ରହିଥିବା ଜେଲ ପ୍ରକୋଷ୍ଠରେ ଛୋଟ ଛିଦ୍ରଟିଏ ମଧ୍ୟ ନ ଥିଲା। କିନ୍ତୁ ବୁଲ୍‌ବୁଲ୍‌ ପକ୍ଷୀଟି ନିୟମିତ ଉକ୍ତ ପ୍ରକୋଷ୍ଠକୁ ଯାଉଥିଲା ଓ ସଭରକରଙ୍କୁ ପିଠିରେ ବସାଇ ନେଇଯାଉଥିଲା ବୋଲି ନୂଆ ପାଠ୍ୟପୁସ୍ତକରେ ଉଲ୍ଲେଖ ରହିଛି। ଏଭଳି ଏକ ମନଗଢ଼ା ପ୍ରସଙ୍ଗକୁ ବିଭିନ୍ନ ମହଲରୁ ସମାଲୋଚନା କରାଯାଇଛି। ସୂଚନାଯୋଗ୍ୟ, ଭାରତୀୟ ସ୍ବାଧୀନତା ସଂଗ୍ରାମରେ ସାବରକରଙ୍କ ଭୂମିକା ଭାଜପା ବିଚାରଧାରାର ପଥପ୍ରଦର୍ଶକ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ଏବଂ ଏହାର ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ମଧ୍ୟରେ ଏକ ବଡ଼ ଆଦର୍ଶଗତ ଫ୍ଲାସ୍‌ପଏଣ୍ଟ ହୋଇ ରହିଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri