ଏସ୍‌ବିଆଇ ଜେନେରାଲ ଇନ୍‌ସ୍ୟୁରାନ୍ସ ପକ୍ଷରୁ ସହାୟତା ଘୋଷଣା

ନୂଆଦିଲ୍ଲୀ,୨୯।୮: ଓଡ଼ିଶାର ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର ଏବଂ ଭଦ୍ରକର ବିଭିନ୍ନ ଅଞ୍ଚଳରେ ବନ୍ୟା ଓ ପ୍ରବଳ ବର୍ଷାରେ ପୀଡ଼ିତ ଗ୍ରାହକଙ୍କୁ ସହାୟତା କରିବା ପାଇଁ ଏସବିଆଇ ଜେନେରାଲ ଇନସ୍ୟୁରାନ୍ସ କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି। ଏପରିକି ପ୍ରବଳ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ଜଳକା ଏବଂ ବୈତରଣୀ ଭଳି ନଦୀରେ ବନ୍ୟା ସୃଷ୍ଟି ହୋଇଛି। ଏଭଳି ପରିସ୍ଥିତିରେ ଏସବିଆଇ ଜେନେରାଲ ଇନସ୍ୟୁରାନ୍ସ ତା’ର ଗ୍ରାହକଙ୍କ ନିକଟରେ ଛିଡା ହୋଇଛି। ଏସବିଆଇ ଜେନେରାଲର ଟିମ୍‌ ଏକ ମାନକ ଅପରେଟିଂ ପ୍ରଣାଳୀ ମଧ୍ୟ ଆରମ୍ଭ କରିଛି। ପ୍ରାଥମିକତା ଭିତିରେ ପ୍ରଶ୍ନ ଏବଂ ଦାବିଗୁଡିକ ପରିଚାଳନା କରିବା ପାଇଁ ଏକ ଟାସ୍କଫୋର୍ସ ମଧ୍ୟ ଗଠନ କରାଯାଇଛି। ଏହା ଇନ୍‌ବାଉଣ୍ଡ ଡାଟା ଆଧାରରେ ଗ୍ରାହକଙ୍କୁ ସାହାଯ୍ୟ କରିବାକୁ ପ୍ରସ୍ତୁତ ହୋଇଛି। ଏଥିପାଇଁ ପ୍ରଥମତଃ ଗ୍ରାହକଙ୍କୁ କମ୍ପାନୀର ଟୋଲ ଫ୍ରି ନମ୍ବର ୧୮୦୦ ୧୦୨ ୧୧୧୧କୁ କଲ କରିବାକୁ ହେବ। ନଚେ୍‌ତ ଦାବି ଉପସ୍ଥାପନ ପାଇଁ ଗ୍ରାହକ ଏସଏମ୍‌ଏସ କ୍ଲେମ୍‌ ଟୁ ୫୬୧୬୧୨ କରି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri