ଓପିଏସ୍‌ସିରେ ଯୋଗଦେଲେ ୨ ନୂତନ ସଦସ୍ୟ

କଟକ ଅଫିସ,୩୦ା୮:ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)ର ନୂତନ ସଦସ୍ୟ ଭାବେ ସନତ କୁମାର ମହାନ୍ତି ଯୋଗଦେଇଛନ୍ତି। ସୋମବାର ଓପିଏସସି ଅଧ୍ୟକ୍ଷ ଡ. ସତ୍ୟଜିତ ମହାନ୍ତି ତାଙ୍କୁ ଶପଥ ପାଠ କରାଇଛନ୍ତି। ମହାନ୍ତି ପୂର୍ବରୁ ଖୋର୍ଦ୍ଧା ଜିଲାପାଳ ଥିଲେ। ଗତ ମାର୍ଚ୍ଚରେ ସେ ଅବସର ଗ୍ରହଣ କରିଥିଲେ। ଏହାପରେ ସେ ଓପିଏସ୍‌ସି ସଦସ୍ୟ ଭାବେ ଯୋଗଦେଇଛନ୍ତି। ସେହିପରି ଓପିଏସ୍‌ସିର ଅନ୍ୟତମ ସଦସ୍ୟ ଭାବେ ଡ. ସରିତା ସୁପକାର ଯୋଗଦେଇଛନ୍ତି। ଡ. ସୁପକାର ପୂର୍ବରୁ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ଭାବେ କାର୍ଯ୍ୟରତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ବଢୁଛି ଗ୍ରାମବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ଖଡ଼ିଆଳ,୨ା୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ତିଖାଲି ଡ୍ୟାମଠାରୁ ପ୍ରାୟ ୩ କି.ମି. ଦୂରରେ ଥିବା ଚାଷଜମିକୁ ପାଣି ଦିଆଯାଉ ନ ଥିବାରୁ ସାନମହେଶ୍ୱର ଗ୍ରାମବାସୀ...

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ...

ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀର ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ମୂଲ୍ୟବାନ ସାମଗ୍ରୀ, ଗୁରତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଛାରଖାର

ବଡବିଲ,୨।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀ ପ୍ରାଇଭେଟ ଲିମିଟେଡ କମ୍ପାନୀର ପ୍ଲାଣ୍ଟ ସ୍ଥିତ ଆକାଉଣ୍ଟ...

ତେଲକୋଇ ଆସନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ଫକୀର ନାଏକ

କେନ୍ଦୁଝର,୨।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ଗୋଟିଏ...

ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ...

ପ୍ରାର୍ଥିପତ୍ର ଦାଖଲ କଲେ ପରିଣୀତା ମିଶ୍ର

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ପରିଣୀତା ମିଶ୍ର ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି । ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri