୨.୭୫ ଲକ୍ଷ କୋଟି ନିବେଶ କରିବ ଆର୍‌ଆଇଏଲ୍‌

ମୁମ୍ବାଇ,୩୦।୮: ଦେଶର ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌) ଆସନ୍ତା ବର୍ଷ ମଧ୍ୟରେ ତା’ର ବ୍ୟବସାୟିକ ସାମ୍ରାଜ୍ୟକୁ ସମ୍ପ୍ରସାରଣ କରିବା ଲାଗି ମୋଟ ୨.୭୫ ଲକ୍ଷ କୋଟି ଟଙ୍କା ନିବେଶ କରିବ। ସୋମବାର କମ୍ପାନୀର ୪୫ତମ ବାର୍ଷିକ ସାଧାରଣ ବୈଠକ(ଏଜିଏମ୍‌)କୁ ସମ୍ବୋଧିତ କରି ଆର୍‌ଆଇଏଲ୍‌ର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏହା କହିଛନ୍ତି। ଏପରିକି ଚଳିତ ବର୍ଷ ଅକ୍ଟୋବର (ଦୀପାବଳି)ରୁ ୫-ଜି ସେବା ଆରମ୍ଭ ସାଙ୍ଗକୁ କମ୍ପାନୀର ମୂଳତଃ ତୈଳ ଏବଂ ରାସାୟନିକ ବ୍ୟବସାୟର କ୍ଷମତା ବୃଦ୍ଧି ସାଙ୍ଗକୁ ଏଫ୍‌ଏମ୍‌ସିଜି କ୍ଷେତ୍ରକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ସେହିଭଳି ୫-ଜି ନେଟ୍‌ୱର୍କ ବିକଶିତ କରିବା ଲାଗି କମ୍ପାନୀ ମୋଟ ୨ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ କରିବାକୁ ପ୍ରତିବଦ୍ଧ ରହିଛି। ତା’ ସାଙ୍ଗକୁ କମ୍ପାନୀର ମୂଳ ପେଟ୍ରୋକେମିକାଲ୍‌ ଏବଂ ତୈଳ ବ୍ୟବସାୟରେ ଦକ୍ଷତା ବୃଦ୍ଧି ପାଇଁ ରିଲାଏନ୍ସ ୭୫,୦୦୦ କୋଟି ଟଙ୍କା ବିନିଯୋଗ କରିବ ବୋଲି ଅମ୍ବାନୀ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri