ଆଜି ସରିବ ଯୁକ୍ତ ୩ ନାମଲେଖା ଆବେଦନ

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଗୁରୁବାର ଶେଷ ହେବ। ରାତି ୧୧ଟା ୪୫ ଭିତରେ ଛାତ୍ରୀଛାତ୍ର ଆବେଦନ କରିପାରିବେ। ପୂର୍ବରୁ ପ୍ରଥମେ ନାମଲେଖା ଆବେଦନ ସମୟସୀମା ଅଗଷ୍ଟ ୨୫ ପର୍ଯ୍ୟନ୍ତ ରହିଥିଲା। କିନ୍ତୁ ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦେଖି ଏହାର ଅବଧି ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା। ସେହିପରି ନାମଲେଖା ପ୍ରକ୍ରିୟାରେ ମଧ୍ୟ ପରିବର୍ତ୍ତନ କରାଯାଇଥିଲା। ସେହି ଅନୁସାରେ, ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ବା ମେଧା ତାଲିକା ଆସନ୍ତା ୭ ତାରିଖ ଅପରାହ୍ନ ୨ଟାରେ ପ୍ରକାଶ ପାଇବ ଓ ନାମଲେଖା ସେହିଦିନ ଅପରାହ୍ନ ୨ଟାରୁ ୧୧ ତାରିଖ ଅପରାହ୍ନ ୫ଟା ଯାଏ ଚାଲିବ। ରବିବାର ମଧ୍ୟ ନାମଲେଖା ହେବ। ଏହାପରେ ୧୬ ତାରିଖ ଅପରାହ୍ନ ୨ଟାରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ ଲିଷ୍ଟ ପ୍ରକାଶ ପାଇବ। ଏହି ପର୍ଯ୍ୟାୟରେ ମନୋନୀତ ଛାତ୍ରୀଛାତ୍ରମାନେ ୧୬ ତାରିଖ ଅପରାହ୍ନ ୨ଟାରୁ ୧୯ ତାରିଖ ଅପରାହ୍ନ ୫ଟା ଭିତରେ ନାମ ଲେଖାଇବେ। ଏଥିରେ ମଧ୍ୟ ରବିବାର ନାମଲେଖା ହେବ। ୨୮ତାରିଖ ଅପରାହ୍ନ ୨ଟାରେ ସ୍ପଟ୍‌ ମେଧା ତାଲିକା ପ୍ରକାଶ ପାଇବ। ୨୮ତାରିଖ ଅପରାହ୍ନ ୨ଟାରୁ ଅକ୍ଟୋବର ୧ ସନ୍ଧ୍ୟା ମଧ୍ୟରେ ସ୍ପଟ ନାମଲେଖା ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri