ଲିଜ୍‌ ଟ୍ରସ୍‌ ହୋଇପାରନ୍ତି ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨।୯: ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଲିଜ୍‌ ଟ୍ରସ୍‌ ଆଗରେ ଅଛନ୍ତି। ସେ ଭାରତୀୟ ବଂଶୋଦ୍ଭବ ତଥା କଞ୍ଜରଭେଟିଭ୍‌ ପାର୍ଟିର ଋଷି ସୁନକଙ୍କୁ ପଛରେ ପକାଇ ଦେଇଛନ୍ତି। ପ୍ରାୟ ଏକ ଡଜନ ବିତର୍କ ଏବଂ ତିନୋଟି ଟିଭି ବିତର୍କ ପରେ ପ୍ରତିଦ୍ୱନ୍ଦ୍ୱୀ ଲିଜ ଟ୍ରସ ସୁନକଙ୍କଠାରୁ ଆଗରେ ଅଛନ୍ତି। କଞ୍ଜରଭେଟିଭ୍‌ ପାର୍ଟି ସଦସ୍ୟଙ୍କ ପାଇଁ ମତଦାନ ଶୁକ୍ରବାର ଶେଷ ହୋଇଛି।
ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ କିଏ ହେବେ ତାର ଫଳାଫଳ ସେପ୍ଟେମ୍ବର ୫ରେ ପ୍ରକାଶ ପାଇବ। ପରଦିନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ନିକଟରେ ଆନୁଷ୍ଠାନିକ ଭାବେ ତାଙ୍କ ଇସ୍ତଫା ପତ୍ର ଦାଖଲ କରିବେ।
ଜନସନଙ୍କ ଇସ୍ତଫା ଘୋଷଣା ହେବାର ଏକ ମାସ ପରେ, ପ୍ରାୟ ୨୦୦,୦୦୦ ଟୋରୀ ସଦସ୍ୟ (କଞ୍ଜରଭେଟିଭ୍‌ ପାର୍ଟିର ସମର୍ଥକ କିମ୍ବା ସଦସ୍ୟ)ଙ୍କ ଦ୍ୱାରା ମେଲ ଏବଂ ଅନଲାଇନ ଭୋଟ ଅଗଷ୍ଟ ମାସ ଆରମ୍ଭ ହୋଇ ଶୁକ୍ରବାର ୫ଟାରେ ଶେଷ ହୋଇଥିଲା। ଏଥିରେ ଲିଜ୍‌ ଟ୍ରସ୍‌ ଆଗରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri