Posted inଜାତୀୟ

ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାହୁଲ

ନୂଆଦିଲ୍ଲୀ,୨୦।୭: ଦୀର୍ଘ ୧୫ ବର୍ଷ କାଳ ଦିଲ୍ଲୀର ଶାସନ ଭାର ସମ୍ଭାଳିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଶିଲା ଦୀକ୍ଷିତଙ୍କ ବିୟୋଗରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୋକ ପ୍ରକାଶ କରିଛନ୍ତି। ରାହୁଲ ଟୁଇଟ୍‌ କରି ଲେଖିଛନ୍ତି କଂଗ୍ରେସ ତା’ର ଗେଲ୍ଲା ଝିଅକୁ ହରାଇଲା। ତାଙ୍କ ସହ ରାହୁଲ ଖୁବ୍‌ ଘନିଷ୍ଠ ଥିବା ସେ ଉଲ୍ଲେଖ କରିଛନ୍ତି। କେବଳ ରାହୁଲ ନୁହେଁ କଂଗ୍ରେସ ଦଳ ମଧ୍ୟ ଶିଲାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛି। ଦଳ ଜଣେ ଟାଣୁଆ ନେତାଙ୍କୁ ହରାଇଲା। ତେବେ ଦଳ ତାଙ୍କ ପରିବାର ସହ ସବୁବେଳେ ଅଛି ବୋଲି ଟୁଇଟ୍‌ କରି ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି।...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri