Posted inଜାତୀୟ

ମୁଁ ଇଡିକୁ ଭୟ କରିନାହିଁ, ୫୫ ଘଣ୍ଟା କାହିଁକି ୫ବର୍ଷ ବି କରିପାରନ୍ତି ଜେରା: ରାହୁଲ

ନୂଆଦିଲ୍ଲୀ,୪ ।୯: ଦେଶର ଦରଦାମ ବୃଦ୍ଧିକୁ ନେଇ କଂଗ୍ରେସର ହଲ୍ଲାବୋଲ ରାଲିରେ ରାହୁଲ ଗାନ୍ଧୀ ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଉପରେ ଖୁବ୍ ବର୍ଷିଛନ୍ତି । କୃଷକ, ବେକାରୀ, ଦରଦାମ ବୃଦ୍ଧି ଏମିତି ଅନେକ କଥାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି ରାହୁଲ । ସେ ବାରମ୍ବାର ସିଧାସଳଖ ନାମ ନ ନେଇ ଦୁଇଜଣ ଉଦ୍ଦ୍ୟୋଗପତିଙ୍କ ସାହାରାରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଘେରିବାକୁ ଚେଷ୍ଟା କରିଛନ୍ତି ।
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ପଚରା ଉଚରାକୁ ନେଇ ବି ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି ରାହୁଲ । ସେ କହିଛନ୍ତି ମୋତେ ୫୫ ଘଣ୍ଟା ପଚରା ଉଚରା କରାଯାଇଛି । ୫୫ ଘଣ୍ଟା କାହିଁକି, ୫୦୦ ଘଣ୍ଟା, ୫ ବର୍ଷ ପଚରା ଉଚରା କରନ୍ତୁ , ଏହାଦ୍ୱାରା ମୋ ଉପରେ କୌଣସି ଫରକ ପଡିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର! ଆମେଠିରୁ ନିର୍ବାଚନ ଲଢ଼ିବାକୁ ରାହୁଲଙ୍କ ସହମତି, ଖାର୍ଗେ କରିବେ ଘୋଷଣା-ରିପୋର୍ଟ

ନୂଆଦିଲ୍ଲୀ,୨।୫: କଂଗ୍ରେସ ଦଳରୁ ବଡ଼ ଖବର ସାମ୍ନାକୁ ଆସିଛି। ରାହୁଲ ଗାନ୍ଧୀ ଆମେଠିରୁ ନିର୍ବାଚନ ଲଢ଼ିବା ପାଇଁ ସହମତି ପ୍ରକାଶ କରିଛନ୍ତି। ଏନେଇ କଂଗ୍ରେସ ଅଧ୍ୟକ୍ଷ...

ମୋଦିଙ୍କ ବିପକ୍ଷରେ ନିର୍ବାଚନ ଲଢିବେ ପ୍ରଖ୍ୟାତ କମେଡିଆନ

ନୂଆଦିଲ୍ଲୀ,୨।୫: ପ୍ରଖ୍ୟାତ ହାସ୍ୟ ଅଭିନେତା ଶ୍ୟାମ ରଙ୍ଗିଲା ମଧ୍ୟ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ବାରାଣସୀର ଜଣେ ସ୍ବାଧୀନ...

ହିଟ ଓ୍ବେଭ ପାଇଁ ବଢିଲା ଭୋଟିଂ ଟାଇମ

ନୂଆଦିଲ୍ଲୀ,୨।୫: ଗୋଟିଏ ପଟେ ଦେଶରେ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ଅନ୍ୟପଟେ ଗ୍ରୀଷ୍ମ ପ୍ରବାହ ଶୀର୍ଷରେ ରହିଛି। ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ...

ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ

ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା...

କରୋନା ଟିକା ସାର୍ଟିଫିକେଟ୍ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ଗାଏବ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ କରନା ଟିକା ପ୍ରମାଣପତ୍ରରୁ ହଟାଇ ଦିଆଯାଇଛି। କରୋନା ମହାମାରୀ ସମୟରେ ଟିକାକରଣ ପାଇବା ପରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ...

ଶେଷରେ ବଦଳି ଗଲା କଂଗ୍ରେସର ପତ୍ତା! ଆମେଠି ନୁହେଁ ଏହି ଆସନରୁ ଲଢିପାରନ୍ତି ରାହୁଲ

ନୂଆଦିଲ୍ଲୀ,୨।୫: ଗାନ୍ଧୀ ପରିବାରର ଗଡ଼ ହୋଇ ରହିଥିବା ଉତ୍ତର ପ୍ରଦେଶର ଆମେଠି ଏବଂ ରାଏବରେଲି ଆସନ ସମ୍ପର୍କରେ କଂଗ୍ରେସ ଏପର୍ଯ୍ୟନ୍ତ କାର୍ଡ ଖୋଲିନାହିଁ। ଏହି ସମୟରେ,...

ମା’ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର, ନିର୍ବାଚନୀ ଗସ୍ତ ବାତିଲ କରି ଦିଲ୍ଲୀ ଫେରିଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୨।୫: କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମା’ ରାଜମାତା ମାଧବୀ ରାଜେ ସିନ୍ଧିଆ ଗତ କିଛି ଦିନ ଧରି ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଛନ୍ତି। ହେଲେ...

ବଡ଼ କାର୍ଯ୍ୟାନୁଷ୍ଠାନ, ଝାଡ଼ଖଣ୍ଡ କଂଗ୍ରେସର ‘ଏକ୍ସ’ର ଆକାଉଣ୍ଟ ବନ୍ଦ

ନୂଆଦିଲ୍ଲୀ,୨।୫: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ନକଲି ଭିଡିଓ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଝାଡ଼ଖଣ୍ଡ କଂଗ୍ରେସର ଆକାଉଣ୍ଟକୁ ବ୍ୟାନ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri