ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଡ଼ବିଲ,୪।୯(ସ.ପ୍ର.):କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ବେଳକୁଣ୍ଡିସ୍ଥିତ ନନ୍ଦି ପେଟ୍ରୋଲ ପମ୍ପ ନିକଟରୁ ପୋଲିସ ରବିବାର ଅପରାହ୍ନରେ ଏକ ଅଜଣା ବ୍ୟକ୍ତିଙ୍କ ମୃତଦେହକୁ ଉଦ୍ଧାର କରିଛି। ମୃତ ଶରୀରରେ ବିଭିନ୍ନ କ୍ଷତ ଚିହ୍ନ ଥିବା ଦେଖିବାକୁ ମିଳିଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଆଶଙ୍କା କରାଯାଇଛି। ପୋଲିସ ମୃତଦେହକୁ ଜବତ କରି ଯୋଡା ଟାଟାଷ୍ଟିଲ ହସ୍ପିଟାଲ ମରଚୁରିରେ ରଖିଥିବା ଜଣାପଡିଛି। ତେବେ ମୃତ ବ୍ୟକ୍ତିଙ୍କ ପରିଚୟ ମିଳି ନ ଥିବାରୁ ବ୍ୟବଚ୍ଛେଦ କରାଯାଇ ପାରି ନ ଥିବା ବେଳେ ପୋଲିସର ତଦନ୍ତରେ ବ୍ୟାଘାତ ସୃଷ୍ଟି ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri