Posted inଜାତୀୟ

୪୬ ଶିକ୍ଷକଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାରରେ ସମ୍ମାନୀତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୫ ।୯: ଗୁରୁ ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ସକାଳ ୧୦ଟା ୩୦ରେ ବିଜ୍ଞାନ ଭବନରେ ଦେଶର ୪୬ ଜଣ ଶିକ୍ଷକଙ୍କୁ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନୀତ କରିବେ ଏହି ୪୬ ଜଣ ଶିକ୍ଷକ ଭିନ୍ନ ଭିନ୍ନ ରାଜ୍ୟରୁ ବଛା ଯାଇଛନ୍ତି । ସୂଚନାଯୋଗ୍ୟ, ଗୁରୁ ଦିବସ ଅବସରରେ ଶିକ୍ଷା ମନ୍ତ୍ରଣାଳୟର ସ୍କୁଲ ଶିକ୍ଷକ ଓ ସାକ୍ଷରତା ବିଭାଗ ପ୍ରତିବର୍ଷ ୫ ସେପ୍ଟେମ୍ବରରେ ଏକ ରାଷ୍ଟ୍ରୀୟ ସମାରୋହର ଆୟୋଜନ କରିଥାଏ, ଯେଉଁଥିରେ ଦେଶର ସର୍ବଶ୍ରେଷ୍ଠ ଶିକ୍ଷକଙ୍କୁ ରାଷ୍ଟ୍ରୀୟ ପୁରସ୍କାର ପ୍ରଦାନ କରାଯାଇଥାଏ । ପୁରସ୍କାର ପାଇଁ ଶିକ୍ଷକଙ୍କ ଚୟନ ଅନଲାଇନ ୩ ସ୍ତରୀୟ ଚୟନ ପ୍ରକ୍ରିୟା ମାଧ୍ୟମରେ ପାରଦର୍ଶୀ ଭାବେ କରାଯାଇଥାଏ ।
ଏହି ପୁରସ୍କାର ଭାବେ ଏକ ପ୍ରମାଣ ପତ୍ର, ୫୦ ହଜାର ଟଙ୍କା ଓ ଏକ ସିଲଭର ମେଡାଲ ଦିଆଯିବ । ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦୂରଦର୍ଶନରେ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri