ମନ ମୋହିଲା ୨୨ ହାତୀଙ୍କ ଜଳକ୍ରୀଡ଼ା

ପାଟଣା, ୫।୯(ସ୍ବ. ପ୍ର.):କେନ୍ଦୁଝର ଜିଲା ପାଟଣା ରେଞ୍ଜ୍‌ରେ ୨୨ ଟିକିଆ ବଣୁଆ ହାତୀପଲ ଏକ ସପ୍ତାହ ଧରି ଉପଦ୍ରବ ଜାରି ରଖି ୬ରୁ ଉଦ୍ଧର୍‌ବଗରିବ ଲୋକଙ୍କ ଘର ଭାଙ୍ଗିବା ସହ ବ୍ୟାପକ ଧାନ, ବୋଇତାଳୁ ଓ ମକ୍କା ଫସଲ ନଷ୍ଟ କରିଛନ୍ତି। ଫଳରେ ହାତୀପଲଙ୍କ ଉପଦ୍ରବରେ ଅଞ୍ଚଳ ବାସୀ ଭୟଭୀତ ହୋଇପଡ଼ିଥିଲେ। ରବିବାର ଉକ୍ତ ହାତୀପଲଙ୍କ ଜଳକ୍ରୀଡ଼ା ଲୋକ ଙ୍କ ମନ ମୋହିଛି। ହାତୀପଲ ପୁରୁଣାପାଣି ନୂଆଗାଁ ନିକଟରେ ଥିବା ଏକ ନଦୀରେ ରବିବାର ଜଳକ୍ରୀଡ଼ା କରୁଥିବା ଦୃଶ୍ୟ ମନୋରମ ହୋଇଥିବା ବେଳେ ଏହି ଦୃଶ୍ୟ ବିଭିନ୍ନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏକ ସପ୍ତାହ ଧରି ହାତୀପଲ ପାଟଣା ରେଞ୍ଜ୍‌ରେ ଉପଦ୍ରବ କରି ଶନିବାର ସକାଳୁ ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ୍‌କୁ ପ୍ରବେଶ କରିଛନ୍ତି। ହାତୀପଲଙ୍କ ଜଳକ୍ରୀଡ଼ା ଦେଖିବାକୁ ନଦୀକୂଳ ଲୋକାରଣ୍ୟ ହୋଇଥିଲା। ବନବିଭାଗ କର୍ମଚାରୀଙ୍କୁ ଲୋକଙ୍କୁ ଘଉଡ଼ାଇବା ପାଇଁ ନାକେଦମ ହେବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri