ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ହେଲେ କଟକ ଜିଲାର ୭୨ ବର୍ଷିୟ ବ୍ୟକ୍ତି। ଅନ୍ୟପଟେ ରାଜ୍ୟରେ ୩୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ହେଲେ କଟକ ଜିଲାର ୭୨ ବର୍ଷିୟ ବ୍ୟକ୍ତି। ଅନ୍ୟପଟେ ରାଜ୍ୟରେ ୩୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...
ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...
ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ): ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...
ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...
ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...
କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...
ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...
ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...
