Posted inଖେଳ

ବାବର ଆଜମଙ୍କ ଯୁଗ ଶେଷ, ଏବେ ରିଜଓ୍ବାନ୍‌ ନୂଆ ବାଦ୍‌ଶାହା

ଦୁବାଇ,୭।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦର ଟି-୨୦ ର଼୍ୟାଙ୍କିଙ୍ଗ୍‌ରେ ଏକ ବଡ଼ ପରିବର୍ତ୍ତନ ହୋଇଛି। ଆଇସିସି ଟି-୨୦ ର଼୍ୟାଙ୍କିଙ୍ଗ୍‌ରେ ପାକିସ୍ତାନର ତାରକା ଖେଳାଳି ମହମ୍ମଦ ରିଜୱାନ ଏକ ନମ୍ବର ବ୍ୟାଟ୍ସମ୍ୟାନ ହୋଇଛନ୍ତି। ନିଜ ଦଳର ଅଧିନାୟକ ବାବର ଆଜମଙ୍କୁ ଅତିକ୍ରମ କରି ରିଜୱାନ ଏହି ସ୍ଥାନ ହାସଲ କରିଛନ୍ତି।
ପାକିସ୍ତାନ ଅଧିନାୟକ ବାବର ଆଜାମ ୧୦୦୦ ଦିନରୁ ଅଧିକ ସମୟ ଧରି ଟି-୨୦ ର଼୍ୟାଙ୍କିଙ୍ଗ୍‌ରେ ଏକ ନମ୍ବର ବ୍ୟାଟ୍ସମ୍ୟାନ ରହିଥିଲେ। କିନ୍ତୁ ଅନ୍ତର୍ଜାତୀୟ ଟି-୨୦ ଶେଷ ୧୦ ଇନିଂସରେ ବାବର ମାତ୍ର ଦୁଇଟି ଅର୍ଦ୍ଧଶତକ ହାସଲ କରିପାରିଛନ୍ତି। ଏସିଆ କପ୍‌ର ତିନି ଇନିଂସରେ ବାବରଙ୍କ ବ୍ୟାଟିଂରେ ବିଫଳ ହୋଇଥିଲେ।
ଅନ୍ୟପକ୍ଷରେ ମହମ୍ମଦ ରିଜୱାନ ଏସିଆ କପରେ ଏକ ଭଲ ଖେଳ ପ୍ରଦର୍ଶନ କରିଛନ୍ତି। ଏସିଆ କପ୍‌ର ତିନି ଇନିଂସରେ ରିଜୱାନ ୧୯୨ ରନ ସଂଗ୍ରହ କରିଛନ୍ତି। ହଂକଂ ବିପକ୍ଷରେ ରିଜୱାନ ଅପରାଜିତ ୭୮ ରନ କରିଥିଲେ। ଏହା ପରେ ରିଜୱାନ ଭାରତ ବିପକ୍ଷରେ ୭୧ ସ୍କୋର କରିଥିଲେ। ର
ରିଜୱାନ ହେଉଛନ୍ତି ପାକିସ୍ତାନର ତୃତୀୟ ଖେଳାଳି ଯିଏ ଟି -୨୦ ର଼୍ୟାଙ୍କିଙ୍ଗରେ ଏକ ନମ୍ବର ସ୍ଥାନ ହାସଲ କରିବାରେ ସଫଳ ହୋଇଛନ୍ତି। ଏହାପୂର୍ବରୁ ମିସବା-ଉଲ-ହକ ଏବଂ ବାବର ଆଜାମ ଟି -୨୦ ର଼୍ୟାଙ୍କିଙ୍ଗରେ ଏକ ନମ୍ବର ବ୍ୟାଟ୍ସମ୍ୟାନ ହୋଇଛନ୍ତି। ୧୧୫୫ ଦିନ ପାଇଁ ଟି -୨୦ ର଼୍ୟାଙ୍କିଙ୍ଗରେ ବବର ଆଜମ ଏକ ନମ୍ବର ବ୍ୟାଟ୍ସମ୍ୟାନ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନ ହାତରୁ ମ୍ୟାଚ୍‌ ଛଡାଇ ଆଣିଲା ହାଇଦ୍ରାବାଦ

ହାଇଦ୍ରାବାଦ,୩ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଗୁରୁବାର ରାଜସ୍ଥାନ ରୟାଲ୍ସ ବିପକ୍ଷରେ ୧ ରନ୍‌ର ରୋମାଞ୍ଚକ ବିଜୟ ହାସଲ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ। ପ୍ରଥମେ ବ୍ୟାଟିଂ...

ଜଲଓ୍ବା ଦେଖାଇଲେ ୨୦ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୩।୫: ଆଇପିଏଲ ୨୦୨୪ର ୫୦ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୧ ରନ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ପ୍ରଥମେ ବ୍ୟାଟିଂ...

ବାଂଲାଦେଶକୁ ହରାଇଲା ଭାରତ

ସିଲ୍‌ହେଟ୍‌,୨ା୫:ବାଂଲାଦେଶ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦୁଇ ଦଳ ମଧ୍ୟରେ ଚାଲିଥିବା ୫ ମ୍ୟାଚ...

ଟି୨୦ ବିଶ୍ୱକପ ଦଳ ଚୟନକୁ ସମର୍ଥନ କଲେ ରୋହିତ

ମୁମ୍ବାଇ,୨ା୫: ଟି୨୦ କ୍ରିକେଟ ବିଶ୍ୱକପ ପାଇଁ ଦଳ ଚୟନକୁ ସମର୍ଥନ କରିଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ଗୁରବାର ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା...

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍...

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ...

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର...

ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍‌ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri