୨.୫ କୋଟିର ଋଣ ମଞ୍ଜୁର କଲା ୟୁବିଓଆଇ

ଭୁବନେଶ୍ୱର,୮।୯: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଓଆଇ)ର ବାଲୁଗଁା ଶାଖା ନବୀକରଣ ପରିସର ସହ ୟୁନିୟନ ଗୋଲ୍ଡ ଲୋନ୍‌ ପଏଣ୍ଟ ଏବଂ ଏଟିଏମ୍‌ ଲବି ଆଦିର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ର ମହାପ୍ରବନ୍ଧକ ରମାକାନ୍ତ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏସ୍‌ଜି) ଋଣ ଏବଂ କୃଷିଭିତ୍ତିକ ଋଣ ମେଳାର ମଧ୍ୟ ଆୟୋଜନ କରାଯାଇଥିଲା। ଉକ୍ତ ମେଳାରେ ସ୍ଥାନୀୟ ପଞ୍ଚାୟତର ବହୁ ହିତାଧିକାରୀ ଓ ଅନ୍ୟମାନେ ଯୋଗଦେଇଥିଲେ। ପାଖାପାଖି ୨.୫ କୋଟି ଟଙ୍କାର ଋଣ ଏଥିରେ ମଞ୍ଜୁର କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ଉପ ମହାପ୍ରବନ୍ଧକ ତଥା କ୍ଷେତ୍ରୀୟ ମୁଖ୍ୟ ଶୋଭନ ସେନ୍‌ଗୁପ୍ତା, ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ସହାୟକ ମହାପ୍ରବନ୍ଧକ ତଥା ଉପ କ୍ଷେତ୍ରୀୟ ମୁଖ୍ୟ ଅଶୋକ ମିଶ୍ର, ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ମୁଖ୍ୟ ପ୍ରବନ୍ଧକ ପ୍ରଶାନ୍ତ କୁମାର ନାୟକ, ଶାଖା ପ୍ରବନ୍ଧକ ରଶ୍ମିରଞ୍ଜନ ସାମନ୍ତଙ୍କ ସମେତ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ ଏବଂ ସ୍ଥାନୀୟ ଶାଖାଗୁଡ଼ିକର ଶାଖା ପ୍ରବନ୍ଧକ ଓ ଶାଖାର ମୂଲ୍ୟବାନ ଗ୍ରାହକମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌ର ଅନାବରଣ

ନୂଆଦିଲ୍ଲୀ, ୮।୫ (ଅଭୟ ଦାଶ): ବଜାଜ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌’ର ସର୍ବଭାରତୀୟ ଉନ୍ମୋଚନ...

ଇମାମିର ନୂତନ ଅଭିଯାନ

ନୂଆଦିଲ୍ଲୀ,୮।୫: ଦେଶର ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇମାମି ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଇମାମି ଲିମିଟେଡ୍‌ର ନୂତନ ଅଭିଯାନ ‘ଟେଲିଭିଜନ କମର୍ସିଆଲ ବା ଟିଭିସି’ର...

ଡଲାରର ସମର କଲେକ୍ସନ

ନୂଆଦିଲ୍ଲୀ,୮।୫: ଡଲାର ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ସମର କଲେକ୍ସନ ‘ନ୍ୟୁ ରେଞ୍ଜ ଅଫ୍‌ ସମର ଓ୍ବେର’ର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

ଜେଏସ୍‌ଏଲ୍‌ର ନୂଆ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୮।୫: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଅଗ୍ରଣୀ ଷ୍ଟେନ୍‌ଲେସ୍‌ ଇସ୍ପାତ ଉତ୍ପାଦନକାରୀ ‘ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ ବା ଜେଏସ୍‌ଏଲ୍‌’କୁ ନିକଟରେ ଆଉ ମାନ୍ୟତ୍ୟ ପ୍ରଦାନ...

ଖାଉଟିଙ୍କୁ ଘାରିଛି ଦରବୃଦ୍ଧି ଚିନ୍ତା

ଭୁବନେଶ୍ୱର,୮।୫(ଅନୁରାଧା ମହାରଣା): ଗତ କିଛି ମାସ ଧରି ଦେଶରେ ମୁଦ୍ରାସ୍ଫୀତିରେ ମନ୍ଥରତା ଦେଖାଦେଇଛି। ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ହାର ୯ ମାସ ମଧ୍ୟରେ ସର୍ବନିମ୍ନ ସ୍ତରକୁ...

ଟିପିସିଓଡିଏଲ୍‌ ପକ୍ଷରୁ ଟିଏମ୍‌ୟୁର ଶୁଭାରମ୍ଭ

ଭୁବନେଶ୍ୱର,୭।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ନୂତନ ଜ୍ଞାନକୌଶଳରେ...

ଅଗଷ୍ଟରେ ୪ଜି ସେବା ଆରମ୍ଭ କରିବ ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୭।୫ (ଅଭୟ ଦାଶ): ଚଳିତ ବର୍ଷ ଅଗଷ୍ଟରେ ଭାରତ ସଞ୍ଚାର ନିଗମ ଲିମିଟେଡ ବା ବିଏସ୍‌ଏନ୍‌ଏଲ୍‌ ୪ଜି ସେବା ଆନୁଷ୍ଠାନିକ ଭାବେ ସର୍ବଭାରତୀୟ ସ୍ତରରେ ଆରମ୍ଭ କରିବ...

ଏଇଏଲ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୭।୫: ଆଦାନି ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଆଦାନି ଏଣ୍ଟରପ୍ରାଇଜେସ୍‌ ଲିମିଟେଡ୍‌ (ଏଇଏଲ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri