ଜାତିସଂଘରେ ଆତଙ୍କବାଦ ପୀଡିତଙ୍କ ପାଇଁ ୨ ଦିନିଆ ଶ୍ରଦ୍ଧାଞ୍ଜଳି…

ଜେନେଭା, ୮।୯ : ପ୍ରଥମ ଜାତିସଂଘ ଗ୍ଲୋବାଲ କଂଗ୍ରେସ ସେପ୍ଟେମ୍ବର ୮ ଏବଂ ୯ ରେ ଅନୁଷ୍ଠିତ ହେବ। ଏହି ଅବସରରେ ୨୬/୧୧ ମୁମ୍ବାଇ ଆକ୍ରମଣ ସମେତ ସାରା ବିଶ୍ୱରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପୀଡ଼ିତଙ୍କ ପାଇଁ ୨ ଦିନିଆ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବ। ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ନ୍ୟୁୟର୍କର ମୁଖ୍ୟାଳୟରେ କଂଗ୍ରେସର ଏହି ବୈଠକ ଡକାଇଛନ୍ତି।

ଏହି କଂଗ୍ରେସ ଆତଙ୍କବାଦୀଙ୍କ ଆକ୍ରମଣର ଶିକାର ହୋଇଥିବା ବ୍ୟକ୍ତିଙ୍କ ପାଇଁ ଅଭିଜ୍ଞତା, ଆହ୍ବାନ ଏବଂ ମରମ ବେଦନାକୁ ସିଧାସଳଖ ଆଦାନ ପ୍ରଦାନ ଲାଗି ଏକ ପ୍ଲାଟଫର୍ମ ପ୍ରଦାନ କରିବ। ମିଳିତ ଜାତିସଂଘରେ ଭାରତର ପ୍ରତିନିଧୀ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ମିଳିତ ଜାତିସଂଘ ଅନୁଯାୟୀ, ଏହି କଂଗ୍ରେସ ସଦସ୍ୟ ରାଷ୍ଟ୍ର ତଥା ନାଗରିକ ସଂଗଠନ ଦ୍ୱାରା ନିଆଯାଇଥିବା ଉତ୍ତମ ପଦକ୍ଷେପ ବିଷୟରେ ଜାଣିବା ପାଇଁ ଏହା ଏକ ସୁଯୋଗ ହେବ। ଏହା ନିଶ୍ଚିତ କରିବ ଯେ ପୀଡିତଙ୍କ ସ୍ବରକୁ ଶୁଣାଯିବ ଏବଂ ନିଜ ଦେଶର ସୀମା ବାହାରେ ଏହି ମରମ ବେଦନା ବିଶ୍ୱସ୍ତରରେ ପହଞ୍ଚିବ। ବହୁ ସଂଖ୍ୟକ ଲୋକ ଏଥିରେ ଅଂଶଗ୍ରହଣ କରିବାର ସମ୍ଭାବନା ରହିଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମେସିଙ୍କୁ ବଡ଼ ଗିଫ୍ଟ ଦେଲେ ଅନନ୍ତ ଅମ୍ବାନୀ: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସି ଜାମନଗରର ବନତାରା ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର ପରିଦର୍ଶନ କରିଥିଲେ। ମେସି ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ କେନ୍ଦ୍ରରେ ପାରମ୍ପରିକ ରୀତିନୀତିରେ...

Stokes-Archer Fight VIDEO: ବେନ୍ ଷ୍ଟୋକ୍ସ ଏବଂ ଜୋଫ୍ରା ଆର୍ଚରଙ୍କ ମଧ୍ୟରେ କାହିଁକି ହେଲା ଝଗଡ଼ା?

ନୂଆଦିଲ୍ଲୀ,୧୮।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ଆସେସ୍ ଟେଷ୍ଟରେ ଇଂଲଣ୍ଡର ଖରାପ ପ୍ରଦର୍ଶନର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି । ସେଥିପାଇଁ ଇଂଲଣ୍ଡ ଅଧିନାୟକ ଏବଂ ଖେଳାଳିମାନେ...

ପାଣି ତଳେ ମହଲ: ୫୦୦ ବର୍ଷ ପରେ ଆଜିବି ରହସ୍ୟମୟ ଏହି ଐତିହ୍ୟ ସ୍ଥାନ

ମଧ୍ୟପ୍ରଦେଶର ସୁନ୍ଦର ଏବଂ ଐତିହାସିକ ସହର ମାଣ୍ଡୁରେ ଏକ ଐତିହ୍ୟ ସ୍ଥାନ ଅଛି, ଯାହା ପ୍ରଥମ ନଜରରେ ଏକ ପୋଖରୀ ପରି ଦେଖାଯାଏ। କିନ୍ତୁ ପ୍ରକୃତରେ...

କୋର୍ଟରେ ମାମଲା ଡାଏରୀ ଦାଖଲ ପାଇଁ ଲାଞ୍ଚ ନେଉଥିଲେ ଆଇଆଇସି, ଗିରଫ କଲା ଭିଜିଲାନ୍ସ

ଜୟପୁର,୧୮ା୧୨(ପବନ ପାଣିଗ୍ରାହୀ ): କୋରାପୁଟ ଦଶମନ୍ତପୁର ଆଇଆଇସି ସୁକମା ହାଁସଦାଙ୍କୁ ଜୟପୁର ଭିଜିଲାନ୍ସ ଗିରଫ କରିଛି। ଯେତେବେଳେ ସେ ଅଭିଯୁକ୍ତଙ୍କ ସମ୍ପର୍କୀୟଙ୍କଠାରୁ ୨୦ ହଜାର ଟଙ୍କା...

ଲଣ୍ଡନରେ ଜନ୍ମଦିନ ପାଳନ କରୁଛନ୍ତି ପଳାତକ ବିଜୟ ମାଲ୍ୟା, ଲଳିତ ମୋଦି ଦେଲେ ବିଶେଷ ପାର୍ଟି

ଲଣ୍ଡନ,୧୮।୧୨: ପୂର୍ବତନ ଇଣ୍ଡିଆନ ପ୍ରିମିୟର ଲିଗ (IPL) ଅଧ୍ୟକ୍ଷ ଲଳିତ ମୋଦି ଲଣ୍ଡନରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ପାଇଁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ...

IND vs SA 4th T20I: ଭରରତ-ସାଉଥ ଆଫ୍ରିକା ମ୍ୟାଚ ରଦ୍ଦ ହେଲେ ବୁଡ଼ିଯିବ କି ଦର୍ଶକଙ୍କ ଟିକେଟ ଟଙ୍କା? ଜାଣନ୍ତୁ କ’ଣ ରହିଛି BCCIର ନିୟମ

ନୂଆଦିଲ୍ଲୀ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଗୋଟିଏ ବି ବଲ ଖେଳି ନଯାଇ ବାତିଲ କରାଯାଇଥିଲା। ଘନ...

ମୁସଲମାନ ଦେଶରେ ବିକ୍ରି ହେଉଛି ଭାରତୀୟଙ୍କ ଅଙ୍ଗ, ଧନୀ ଲୋକଙ୍କର ହେଉଛି କିଡନୀ ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୧୨: କେରଳରେ ପଞ୍ଜିକୃତ ଏକ ମାମଲାର ତଦନ୍ତ କରିବା ସମୟରେ, ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ଜାଣିବାକୁ ପାଇଛି ଯେ ବେଆଇନ ଅଙ୍ଗଦାନରେ ଜଡିତ ଏକ...

ଲୋକସଭାରେ ପାରିତ ହେଲା VB–G RAM G ବିଲ୍‌, କାଗଜପତ୍ର ଚିରି ଫିଙ୍ଗିଦେଲେ ବିରୋଧୀ

ନୂଆଦିଲ୍ଲୀ,୧୮ା୧୨: ପ୍ରବଳ ବିରୋଧ ମଧ୍ୟରେ ଲୋକସଭାରେ ଜି ରାମଜୀ ବିଲ୍ ପାରିତ ହୋଇଛି । ହେଲେ ବିରୋଧୀ ଦଳ ବିଲ୍ ପାସ୍ ହେବା ପରେ ପ୍ରବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri