କ୍ୟୁଆରଏସଏଏମ୍‌ ସର୍ଫେସ-ଟୁ-ଏୟାର କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୯(ବ୍ୟୁରୋ) : ଡିଆରଡିଓ ବୈଜ୍ଞାନିକ ଏବଂ ଭାରତୀୟ ସେନା ପକ୍ଷରୁ ଗୁରୁବାର ସଫଳତାର ସହ କ୍ୟୁଆରଏସଏଏମ୍‌ ସର୍ଫେସ-ଟୁ-ଏୟାର କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ପରୀକ୍ଷଣ ସମୟରେ, କ୍ଷେପଣାସ୍ତ୍ରଟି ନିର୍ଦ୍ଦିଷ୍ଟ ଲକ୍ଷ୍ୟକୁ ଧାର୍ଯ୍ୟ ସମୟ ମଧ୍ୟରେ ଭେଦ କରିଛି। ଡିଆରଡିଓୀ ଓଡିଶାର ଚାନ୍ଦିପୁର ରେଞ୍ଜରେ କ୍ଷେପଣାସ୍ତ୍ରର ପରୀକ୍ଷଣ କରାଯାଇଛି।
ଏହି କ୍ଷେପଣାସ୍ତ୍ରର ୩ କିଲୋମିଟରରୁ ୩୦ କିଲୋମିଟର ଦୂରତାରେଥିବା ଶତ୍ରୁ କ୍ଷେପଣାସ୍ତ୍ର, ବିମାନ, ହେଲିକପ୍ଟର ଏବଂ ଡ୍ରୋନକୁ ନଷ୍ଟ କରିପାରିବାର କ୍ଷମତା ରହିଛି।

ଏହି କ୍ଷେପଣାସ୍ତ୍ରର ଲମ୍ବ ୯୮ ଫୁଟ। ଏହା ଘଣ୍ଟା ପ୍ରତି ୫୭୫୮ କିଲୋମିଟର ବେଗରେ ଶତ୍ରୁ ଆଡକୁ ଗତି କରିବାକୁ ସକ୍ଷମ। ଫଳରେ ଶତ୍ରୁ ଖସିଯିବାର କୌଣସି ସୁଯୋଗ ପାଇବ ନାହିଁ।
ଏହାକୁ ଯେକୌଣସି ପାଣିପାଗ ସ୍ଥିତି ଏବଂ ଯେକୌଣସି ସ୍ଥାନରୁ ଉତ୍‌କ୍ଷେପଣ କରିହେବ। ଶତ୍ରୁ ଏହାର ଯୋଗାଯୋଗ ପ୍ରଣାଳୀକୁ ବାଧା ଦେଇପାରିବ ନାହିଁ। ଏହା ଶତ୍ରୁ ରାଡାରକୁ ଅକାମୀ କରିବାର କ୍ଷମତା ଅଛି। ଥରେ ଟାର୍ଗେଟ ଲକ୍‌ ହୋଇଗଲେ, କେହି ଏଥିରୁ ରକ୍ଷା ପାଇପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri