Posted inଜାତୀୟ

ବିମାନ ବନ୍ଦରରେ ନାଚିଲେ ପ୍ରଧାନମନ୍ତ୍ରୀ

ଜୟପୁର,୮ ।୯: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ୪ ଦିନିଆ ଭାରତ ଗସ୍ତରେ ଅଛନ୍ତି । ଇତି ମଧ୍ୟରେ ହାସିନା ଗୁରୁବାର ରାଜସ୍ଥାନର ରାଜଧାନୀ ଜୟପୁରରେ ପହଞ୍ଚିଛନ୍ତି । ଏକ ବିଶେଷ ବିମାନ ଯୋଗେ ସେ ଜୟପୁର ପହଞ୍ଚିଛନ୍ତି । ଜୟପୁର ବିମାନ ବନ୍ଦରରେ ରାଜସ୍ଥାନୀ ଅନ୍ଦାଜରେ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରାଯାଇଛି । ଏଠାକାର ଲୋକ ନୃତ୍ୟ ଓ ସଙ୍ଗିତ ସହ ହାସିନାଙ୍କୁ ସ୍ୱାଗତ କରାଯାଇଛି । ଏହି ସମୟରେ ପ୍ରଧାନମନ୍ତ୍ରୀ ହାସିନା ବି ରାଜସ୍ଥାନି ଅନ୍ଦାଜରେ ବିମାନ ବନ୍ଦରରେ ନାଚି ପକାଇଥିଲେ । ଯାହାର ଭିଡଓ ଏବେ ଭାଇରାଲ ହୋଇଛି । ଏହାପରେ କଳାକାରଙ୍କ ସହ ଫଟୋ ବି ଉଠାଇଥିଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ସହ ତାଙ୍କ ପ୍ରତିନିଧୀ ମଣ୍ଡଳ ବି ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri