ଓଏଏସ୍‌, ଓଆର୍‌ଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୯ା୯(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଏବଂ ରାଜସ୍ବ ସେବା ବର୍ଗ(ଓଆରଏସ୍‌) ଅଫିସର ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଗୁରୁବାର ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୪୯ ଜଣ ଓଏଏସ୍‌ ଅଫିସର ଏବଂ ୬ ଜଣ ଓଆରଏସ୍‌ ଅଫିସରଙ୍କୁ ବଦଳି କରାଯାଇଛି। କୋମନା ତହସିଲଦାର ପୂର୍ଣ୍ଣାନନ୍ଦ ପଟେଲଙ୍କୁ ମୁରିବାହଲ ବିଡିଓ ଭାବେ ବଦଳି କରାଯାଇଥିବା ବେଳେ ଯାଜପୁର ଦର୍ପଣ ତହସିଲଦାର ପ୍ରଦୀପ କୁମାର ସେଠୀଙ୍କୁ ବୌଦ୍ଧ ବିଡିଓ, ବନ୍ତ ବିଡିଓ ଶୁଭଦର୍ଶନ ମିଶ୍ରଙ୍କୁ ଦର୍ପଣ ତହସିଲଦାର, ଚିଲିକା ତହସିଲଦାର ସୁରେଶ କୁମାର ପଣ୍ଡାଙ୍କୁ ଖୋର୍ଦ୍ଧା ଡେପୁଟି କଲେକ୍ଟର, କୋକସରା ବିଡିଓ ବିନୟ କୁମାର ଭୋଇଙ୍କୁ ମ. ରାମପୁର ବିଡିଓ, ଏମ୍‌.ରାମପୁର ବିଡିଓ ଉତ୍ତମ କୁମାର ବାଗଙ୍କୁ କୋକସରା ବିଡିଓ, ମୋହନା ତହସିଲଦାର କିଶୋର ଚନ୍ଦ୍ର ଦାସଙ୍କୁ ବାଙ୍କୀ ବିଡିଓ ଏବଂ ସାଲେପୁର ବିଡିଓ ରାଜୀବ ଦାସଙ୍କୁ ଜୟପୁର ବିଡିଓ ଭାବେ ବଦଳି କରାଯାଇଛି। ସେହିପରି ଜୟପୁର ବିଡିଓ ସୁରଜ କୁମାର ପଟ୍ଟନାୟକଙ୍କୁ ଜୟପୁର ନୂଆ ରେଳ ପ୍ରକଳ୍ପର ସ୍ପେଶାଲ ଏଲଏଓ, ଜୟପୁର ନୂଆ ରେଳ ପ୍ରକଳ୍ପର ସ୍ପେଶାଲ ଏଲ୍‌ଏଓ ଅମୂଲ୍ୟ କୁମାର ସାହୁଙ୍କୁ ତିର୍ତ୍ତୋଲ ତହସିଲଦାର ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri