ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ ହଠାତ୍‌ ନିଆଁ ଲାଗିଯାଇଥିଲା। ତେବେ ଅଗ୍ନିକାଣ୍ଡରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ, ଦେଶର କ୍ରୀଡା ପରାମର୍ଶଦାତା ଆସିଫ ନଜରୁଲ…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ ସିଧାସଳଖ ପ୍ରତିଦ୍ୱନ୍ଦ୍ୱିତା ନେଇ ଆଲୋଚନା ହେଉଛି।…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ କୟାମତ କେବେ ଆସିବ ନାହିଁ ଏବଂ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ ନେତାଙ୍କୁ ଭେଟି ନିମନ୍ତ୍ରଣ ପତ୍ର ଦେଇଛନ୍ତି।…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ ଏହାର ସରକାରୀ ତଥ୍ୟପତ୍ରକୁ ସଂଶୋଧନ କରିଛି।…

ଟି-୨୦ ବିଶ୍ୱକପ୍‌ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ଟାଇ ହୋଇଛି। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬ ଉଇକେଟ ହରାଇ ୧୮୭ ରନ କରିଥିଲା। ଜବାବରେ ଆଫଗାନିସ୍ତାନ ୧୮୮ ରନ ଲକ୍ଷ୍ୟକୁ ପିଛା…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ ୩ ଭଉଣୀ ତଳକୁ ଡେଇଁ ଆତ୍ମହତ୍ୟା କରିଥିଲେ। ୧୨, ୧୪ ଓ ୧୬…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ ୩୨ ରନରେ ପରାସ୍ତ କରି ଦ୍ୱିତୀୟ ବିଜୟ ହାସଲ କରିନଥିଲା, ବରଂ ଭାରତକୁ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ ଦେଢ଼ମାସ ଧରି ଚାଲିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କୁ କିଭଳି ମୌଳିକ ସୁବିଧା ସୁଯୋଗ…

ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ସେବା, ସତର୍କ କଲା SBI

ମୁମ୍ବାଇ,୧୧।୨: ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଇଁ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜର ଗ୍ରାହକମାନଙ୍କୁ ସତର୍କ କରାଇଛି। ଧର୍ମଘଟ ଯୋଗୁଁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଳା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ ନ୍ୟୁଜିଲାଣ୍ଡର ମାଇକେଲ ବ୍ରେସୱେଲ୍ ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟରୁ ବାଦ୍ ପଡ଼ିଛନ୍ତି। ଅନ୍ୟପଟେ, ନାମିବିଆ ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ (PCB)କୁ କିଛି ଗୁପ୍ତ ସୁବିଧା ବା ‘କନସେସନ’ ଦେବାକୁ ପ୍ରତିଶ୍ରୁତି ଦେବା ପରେ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ ଏବେ ଯେକୌଣସି ଆପତ୍ତିଜନକ ବିଷୟବସ୍ତୁକୁ ମାତ୍ର ୩ ଘଣ୍ଟା ମଧ୍ୟରେ ହଟାଇବାକୁ ପଡ଼ିବ।…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’କୁ ନେଇ ସଂସଦରୁ ରାଜପଥ ପର୍ଯ୍ୟନ୍ତ ବିବାଦ ତେଜିବାରେ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି ଟଙ୍କାର ୨୩ଟି ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ରାଜ୍ୟରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri