କେନ୍ଦ୍ରମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ନେଇ ଏପରି କହିଲେ ବିଜେଡି, କଂଗ୍ରେସ

ଭୁବନେଶ୍ୱର,୯।୯(ବ୍ୟୁରୋ): ୫ କେନ୍ଦ୍ରମନ୍ତ୍ରୀ ଆଜି ଓଡ଼ିଶା ଆସୁଛନ୍ତି । ଯାହାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି । ଏତେ ସଂଖ୍ୟାରେ କେନ୍ଦ୍ରମନ୍ତ୍ରୀ ଏକକାଳୀନ ଓଡ଼ିଶା ଆସିବାକୁ ନେଇ ପ୍ରତିକ୍ରିୟା ରଖଛନ୍ତି ଉଭୟ ବିଜେଡି ଓ କଂଗ୍ରେସ ।

ବିଜେଡି କହିଛି, ଏବେ କେନ୍ଦ୍ର ସରକାର ଓଡ଼ିଶା ପ୍ରତି ଯେଉଁ ଭଳି ଅତ୍ୟଧିକ ଆଗ୍ରହ ଦେଖାଉଛନ୍ତି ସ୍ବାଭାବିକ ଭାବେ ତାହା ଓଡ଼ିଶାବାସୀଙ୍କ ମନରେ ସନ୍ଦେହ ସୃଷ୍ଟି କରୁଛି । ମନ୍ତ୍ରୀମାନେ ଆସି ଏଠାରେ ସମୟ ଦେଉଛନ୍ତି ନା ଦଳର ସାଂଗଠନିକ କାର୍ଯ୍ୟ କରୁଛନ୍ତି ବୋଲି ଦଳ ପ୍ରଶ୍ନ କରିଛି ।

ବିଜେଡି ବିଧାୟକ ଶଶିଭୂଷଣ ବେହେରା କହିଛନ୍ତି, ‘ଯଦି ଓଡ଼ିଶାର ବିକାଶ କରିବାକୁ ଆସୁଛନ୍ତି ତାହେଲେ ଓଡ଼ିଶାବାସୀ ଖୁସି ହେବେ । ଯଦି ଅନ୍ୟ କୌଣସି ରାଜନୈତିକ ଉଦ୍ଦେଶ୍ୟ ନେଇ ଆସିଥିବେ ତେବେ ସେମାନେ ନିରାଶ ହେବେ ।’

ସେହିପରି କଂଗ୍ରେସ ବିଧାୟକ ସୁରେଶ ରାଉତରାୟ କଟାକ୍ଷ କରି କହିଛନ୍ତି ,ରାଜନୈତିକ ପାଣିପାଗ ଦେଖି ୨୦୨୩ରେ ସାଧାରଣ ନିର୍ବାଚନ ହେବ ବୋଲି ସେ ଆକଳନ କରିଛନ୍ତି। ଭାଜପା ଦରଦାମ ବୃଦ୍ଧି ଲାଗି ଲୋକଙ୍କ ବିଶ୍ବାସ ଭାଜନ ହୋଇପାରନାହିଁ। କଂଗ୍ରେସ ବି ନିର୍ବାଚନ ପାଇଁ ପ୍ରସ୍ତୁତ ଅଛି ବୋଲି ସୁର କହିବା ସହିତ ଦଳର ୧୦୦ ବିଧାୟକ ସିଟ ଫାଇନାଲ ହୋଇସାରିଛି, ସେମାନଙ୍କୁ ନିର୍ବାଚନମଣ୍ଡଳୀରେ ଫୋକସ କରିବାକୁ କୁହାଯାଇଛି ବୋଲି କହିଛନ୍ତି । ପିସିସି ସଭାପତି ଶରତଙ୍କ ନେତୃତ୍ୱରେ ରାଜ୍ୟରେ କଂଗ୍ରେସ ସରକାର କରିବ ବୋଲି ସୁର କହିଛ


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri