୬୧ଥର ନିର୍ବାଚନ ଜିତି ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ

ଲକ୍ଷ୍ନୌ:ଉତ୍ତର ପ୍ରଦେଶର ୧୦୬ ବର୍ଷୀୟ କହ୍ନେୟା ଲାଲ୍‌ ଗୁପ୍ତା ୬୧ ଥର ଉତ୍ତର-ପୂର୍ବ ରେଲଓ୍ବେ ମଜ୍‌ଦୁର ୟୁନିୟନ୍‌ (ନେର୍‌ମୁ) ନିର୍ବାଚନ ଜିତି ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡରେ ନିଜ ନାମ ସାମିଲ କରିଛନ୍ତି। କହ୍ନେୟା ଲାଲ ଏବେ ବିଶ୍ୱର ସବୁଠାରୁ ବୟସ୍କ ଟ୍ରେଡ୍‌ ୟୁନିୟନ୍‌ ଲିଡର। ସେ ଭି.ଭି. ଗିରିଙ୍କ ସମେତ ଜେ.ପି. ନାରାୟଣଙ୍କ ଭଳି ବରିଷ୍ଠ ନେତାଙ୍କ ସହ କାମ କରିଛନ୍ତି। ୧୯୪୬ରେ ସେ ପ୍ରଥମ କରି ନେର୍‌ମୁରେ ଜେନେରାଲ ସେକ୍ରେଟାରି ପଦ ଦାୟିତ୍ୱରେ ଥିଲେ। ଏହାପୂର୍ବରୁ ୧୦ ବର୍ଷ ସେ ଭାରତୀୟ ସେନାରେ କାମ କରିଛନ୍ତି। ନେର୍‌ମୁରେ ଯୋଗ ଦେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରତ୍ୟେକ ଥର ଟ୍ରେଡ୍‌ ୟୁନିୟନ୍‌ ନିର୍ବାଚନ ସେ ଲଢ଼ିବା ସହ ଜିତି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେମନ୍ତ ସୋରେନଙ୍କୁ ହାଇକୋର୍ଟରୁ ଲାଗିଲା ବଡ ଝଟ୍‌କା

ରାଞ୍ଚି,୩।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟରୁ ଏକ ବଡ଼ ଝଟ୍‌କା ଲାଗିଛି। ହେମନ୍ତ ସୋରେନଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଏହି ଆବେଦନକୁ...

ରାହୁଲ ରାଏବରେଲିରୁ ପ୍ରାର୍ଥୀ ହେବା ପରେ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀଙ୍କ ନାଁ ନ ନେଇ ବର୍ଷିଛନ୍ତି। ରାଏବରେଲିରୁ ରାହୁଲ ଗାନ୍ଧୀଙ୍କ...

‘ମୁଁ ମଉଜ କରିବାକୁ ଜନ୍ମ ହୋଇନାହିଁ’

ନୂଆଦିଲ୍ଲୀ,୩ା୫: ଲୋକ ସଭା ନିର୍ବାଚନ-୨୦୨୪ ପାଇଁ  ୭ ମେ’ରେ ତୃତୀୟ ପର୍ଯ୍ୟାୟରେ ଭୋଟ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର ଜୋର୍‌ଦାର ହୋଇଛି। ଏହି...

କୋଭିଶିଲ୍ଡ ଟିକା ନେବାରୁ ଯାଇଥିଲା ଝିଅର ଜୀବନ, ଆଷ୍ଟ୍ରା ଜେନେକା ବିରୋଧରେ ମାମଲା କରିବାକୁ ପ୍ରସ୍ତୁତ ହେଉଛନ୍ତି ପିତା

ନୂଆଦିଲ୍ଲୀ,୩।୫: କୋଭିଶିଲ୍ଡ ଟିକା ନେବାରୁ ଜଣେ ଝିଅର ଜୀବନ ଯିବାରୁ ଏବେ ତାଙ୍କର ମାତାପିତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ (ଏସଆଇଆଇ) ଏବଂ ବ୍ରିଟିଶ ଫାର୍ମା...

‘ରାଏବରେଲିରୁ ହାରିବେ ରାହୁଲ’

ନୂଆଦିଲ୍ଲୀ,୩।୫: ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ କଂଗ୍ରେସ ଘୋଷଣା କରିଛି। ଶେଷ ମୁହୂର୍ତ୍ତରେ ଦଳ ନିଷ୍ପତ୍ତି ନେଇଛି ଯେ ରାହୁଲ...

ସିପିଆଇ ନେତା ଅତୁଲ କୁମାର ଅଞ୍ଜାନଙ୍କ ପରଲୋକ

ଲକ୍ଷ୍ନୌ,୩।୫: ଦୀର୍ଘ ଦିନ ଧରି କର୍କଟ ରୋଗ ସହ ସଂଗ୍ରାମ ପରେ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ସିପିଆଇ) ର ଜାତୀୟ ସଚିବ ଅତୁଲ କୁମାର...

ରାହୁଲ ଗାନ୍ଧୀ ବନାମ ପ୍ରତାପ ସିଂ, ରାଏବରେଲିରେ କିଏ, କାହା ଉପରେ ପଡ଼ିବ ଭାରି

ନୂଆଦିଲ୍ଲୀ,୩।୫: ଶୁକ୍ରବାର କଂଗ୍ରେସ ରାଏବରେଲି ଏବଂ ଆମେଠି ପାଇଁ ପ୍ରାର୍ଥୀ ଘୋଷଣା କରିଛି। ରାହୁଲ ଗାନ୍ଧୀ ରାଏବରେଲିରୁ ଏବଂ କିଶୋରୀ ଲାଲ ଶର୍ମା ଆମେଠିରୁ ନିର୍ବାଚନ...

୨୫ ବର୍ଷ ପରେ ଆମେଠିରେ ଘଟିବାକୁ ଯାଉଛି ଏମିତି ଘଟଣା..

ଲକ୍ଷ୍ନୌ,୩।୫: ୟୁପିର ଏକ ହାଇପ୍ରୋଫାଇଲ ସିଟ ମଧ୍ୟରୁ ଅନ୍ୟତମ ଆମେଠିକୁ ଗାନ୍ଧୀ ପରିବାରର ପାରମ୍ପରିକ ଆସନ ଭାବରେ ବିବେଚନା କରାଯାଏ। ୧୯୯୯ ପରେ ପ୍ରଥମଥର ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri