ଆସନ୍ତା ୨୦ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୩ା୯(ବ୍ୟୁରୋ)-ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୦ରୁ ୨୩ ତାରିଖ ଯାଏ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଅନ୍ୟପକ୍ଷରେ ମଧ୍ୟପ୍ରଦେଶ ଉପରେ ଏକ ଓ୍ବେଲ୍‌ ମାର୍କ ଲୋପ୍ରେସର ରହିଛି। ଏଥିସହିତ ମୌସୁମୀ ଟ୍ରାପ୍‌ଲାଇନ ରହିଛି। ଏଥିଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର ଏବଂ ବାଲେଶ୍ୱର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri