ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪୬ ହଜାର ତଳେ ରହିଛି। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୧୬ ଶହ ଉପରେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ୫ ହଜାର ଟପିଛି। ଏହା ୫,୦୯୬ ରହିଛି। ଗୋଟିଏ ଦିନ ତଳେ ଏହା ୪,୩୫୫ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ି ୧୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୪୫ ହଜାର ୭୪୯ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହା ୪୬ ହଜାର ୩୪୭ ଥିଲା। ସେହିପରି ୨୪ ଘଣ୍ଟାରେ ୫ ହଜାର ୬୭୫ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ୫ ହଜାର ୧୭୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୨୧୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୫ ଲକ୍ଷ ୧୦ ହଜାର ୫୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୯ ଲକ୍ଷ ୩୬ ହଜାର ୯୨ଜଣ ସୁସ୍ଥ ହୋଇ ସାରିଛନ୍ତି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିବ ସବୁ ରେକର୍ଡ! ଅମିତ ଶାହାଙ୍କ ପାଇଁ ଭାଜପା ରଖିଲା ବଡ ଟାର୍ଗେଟ

ନୂଆଦିଲ୍ଲୀ,୬।୫: ଚଳିତ ଲୋକ ସଭା ନିର୍ବାଚନ ୨୦୨୪ ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପାର ପାରମ୍ପାରିକ ଆସନ ଗାନ୍ଧୀ ନଗରରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି।...

ସୁନା, ରୂପା ନୁହେଁ ଚୋରି ହେଲା ୭୦ ୟୁନିଟ ପ୍ଲାଜମା

ଜୟପୁର,୬।୫: ରାଜଧାନୀ ଜୟପୁରରେ ଅବସ୍ଥିତ ଜେ.କେ ଲନ ହସ୍ପିଟାଲରୁ ୭୦ ୟୁନିଟ ପ୍ଲାଜମା ଚୋରି ହୋଇଛି। ପ୍ଲାଜମା ଚୋରି ଘଟଣା ସାମ୍ନାକୁ ଆସିବା ମାତ୍ରେ ଡାକ୍ତରଖାନା...

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

ପୁଞ୍ଚ ଆକ୍ରମଣରେ ସାମିଲ ପାକିସ୍ତାନୀ ଆତଙ୍କବାଦୀଙ୍କ ସ୍କେଚ ଜାରି

ଶ୍ରୀନଗର,୬।୫: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଭାରତୀୟ ବାୟୁସେନା କନଭେନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଦୁଇ ଆତଙ୍କବାଦୀଙ୍କ ଉପରେ ୨୦ ଲକ୍ଷ...

ପାକ କରିବ ଆଟମ ବମ ବର୍ଷା, ରାଜନାଥଙ୍କ ବୟାନ ପରେ ଏମିତି କହିଲେ ଫାରୁକ

ନୂଆଦିଲ୍ଲୀ,୬।୫: ଭାରତ ସହିତ କଶ୍ମୀର ଦଖଲ କରିଥିବା ପାକିସ୍ତାନର ଏକୀକରଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବିବୃତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରି ଜମ୍ମୁ...

ବଲ ଭାବି ଉଠାଇ ନେଲେ ବୋମା, ବିସ୍ଫୋରଣରେ ଜଣେ ଶିଶୁ ମୃତ, ୩ ଆହତ

କୋଲକାତା,୬।୫: ସୋମବାର ପଶ୍ଚିମବଙ୍ଗର ହୁଗଲିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ହୁଗୁଲିର ପାଣ୍ଡୁଆରେ ହୋଇଥିବା ବିସ୍ଫୋରଣରେ ଜଣେ ଶିଶୁଙ୍କର ମତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ତିନି...

NEET ପେପର ଲିକ, ୨୪ ଲକ୍ଷ ପିଲାଙ୍କ ଭବିଷ୍ୟତ ସହ ଖେଳ, ମୋଦିଙ୍କୁ ପ୍ରଶ୍ନ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୬।୫: ନିଟ୍‌ ପେପର ଲିକ ହେବାର ଦାବିରେ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ...

ପୁଣି ବିବାଦରେ ରାହୁଲ ଗାନ୍ଧୀ, କୁଳପତି-ଶିକ୍ଷାବିତମାନେ ଲେଖିଲେ ଖୋଲା ଚିଠି

ନୂଆଦିଲ୍ଲୀ,୬।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ ବିବାଦରେ ଛନ୍ଦି ହୋଇଛନ୍ତି। ନିକଟରେ ରାହୁଲ ବିଶ୍ୱବିଦ୍ୟାଳୟର ମୁଖ୍ୟ ଚୟନ ପ୍ରକ୍ରିୟା ଉପରେ ପ୍ରଶ୍ନ ଉଠାଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri