Posted inଜାତୀୟ

ମୋଦିଙ୍କୁ ଭେଟିଲେ ଭୁଟାନ ରାଜା

ନୂଆଦିଲ୍ଲୀ,୧୪।୯: ଭାରତ ଗସ୍ତ ସମୟରେ ଭୁଟାନର ରାଜା ଜିଗମେ ଖେସର ନାମଗେଲ ୱାଙ୍ଗଚୁକ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ଏହି ସମୟରେ ଉଭୟଙ୍କ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ଏହାପୂର୍ବରୁ ସେ ବୈଦେଶିକ ସଚିବ ବିନୟ ମୋହନ କ୍ୱାଟ୍ରାଙ୍କୁ ଭେଟିଥିଲେ। ସେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କୁ ମଧ୍ୟ ଭେଟିବାର କାର୍ଯକ୍ରମ ରହିଛି। ଏହାପୂର୍ବରୁ ମଙ୍ଗଳବାର ଭୁଟାନ ମଧ୍ୟ ଇଣ୍ଟରନ୍ୟାଶନାଲ ସୋଲାର ଆଲାଇନ୍ସ ଫ୍ରେମୱାର୍କ ଚୁକ୍ତିନାମା ସ୍ବାକ୍ଷର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri