ବଢ଼ିଲା ସକ୍ରିୟ ମାମଲା-ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା ବଢ଼ି ପୁଣି ୪୬ ହଜାର ଉପରେ ରହିଛି। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ଅଢ଼େଇ ହଜାର ଉପରେ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ୬ ହଜାର ଟପିଛି। ଏହା ୬,୪୦୨ ରହିଛି। ଗୋଟିଏ ଦିନ ତଳେ ଏହା ୫,୦୯୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା କମି ୧୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୯ ଥିଲା। ଏହି ସମୟରେ ସକ୍ରିୟ ମାମଲା ପୁଣି ବଢ଼ି ୪୬ ହଜାର ୩୮୯ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହା ୪୫ ହଜାର ୭୪୯ ଥିଲା। ସେହିପରି ୨୪ ଘଣ୍ଟାରେ ୫ ହଜାର ୭୪୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ୫ ହଜାର ୬୭୫ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୨୫୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୫ ଲକ୍ଷ ୧୬ ହଜାର ୪୭୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୯ ଲକ୍ଷ ୪୧ ହଜାର ୮୪୦ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri