‘ସାମି ସାମି’ ଗୀତରେ ଏମିତି ନାଚିଲେ କୁନି ଝିଅ, ପୁଷ୍ପା ଅଭିନେତ୍ରୀ ହେଲେ ଆଶ୍ଚର୍ଯ୍ୟ

ଗତ ବର୍ଷ ଫିଲ୍ମ ‘ପୁଷ୍ପା: ଦି ରାଇଜ’ ମୁକ୍ତିଲାଭ କରିଥିଲା। ଏହାର ସଂଳାପ ଏବଂ ଗୀତ ଆଜିବି ସମସ୍ତଙ୍କ ହୃଦୟରେ ଅଛି। ସୋସିଆଲ ମିଡିଆରେ ଫିଲ୍ମର କ୍ରେଜ ଏବେ ବି ଜାରି ରହିଛି। ଲୋକମାନେ ଏହାର ଗୀତରେ ରିଲ୍ସ ତିଆରି କରୁଛନ୍ତି। ନିକଟରେ ଜଣେ ସ୍କୁଲ ଛାତ୍ରୀ ‘ସାମି ସାମି’ ଗୀତରେ ଡ୍ୟାନ୍ସ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଭିଡିଓଟି ଏକ ବିଦ୍ୟାଳୟରେ ଏକ ନୃତ୍ୟ ରିହର୍ସାଲ ସମୟରେ ଶୁଟ୍‌ କରାଯାଇଛି। ଅନ୍ୟ ପିଲାମାନେ ମଧ୍ୟ ନାଚୁଥିବା ଦେଖାଯାଏ କିନ୍ତୁ କୁନି ଝିଅଟି ଲିପ-ସିଙ୍ଗ୍‌ କରି ଅତି ସୁନ୍ଦର ଭାବେ ଡ୍ୟାନ୍ସ କରିଥିଲେ।
ଏହି ହୃଦୟସ୍ପର୍ଶୀ ଭିଡିଓ ପୁଷ୍ପା ଫିଲ୍ମ ଅଭିନେତ୍ରୀ ରଶ୍ମିକା ମନ୍ଦନା ଶେୟାର କରିଛନ୍ତି। ସେ ଝିଅର ନୃତ୍ୟରେ ଅତ୍ୟନ୍ତ ପ୍ରଭାବିତ ହୋଇ କ୍ୟାପସନରେ ଲେଖିଥିଲେ, ‘ମୋ ଦିନ କଟିଗଲା, ମୁଁ ଏହି ସୁନ୍ଦର ଝିଅକୁ ଭେଟିବାକୁ ଚାହୁଁଛି। ମୁଁ କିପରି ଭେଟିବି? ’
ବିଭିନ୍ନ ପ୍ଲାଟଫର୍ମରେ ଏହି ଭିଡିଓକୁ ଲକ୍ଷ ଲକ୍ଷ ଥର ଦେଖାଯାଇଛ। କେବଳ ଏତିକି ନୁହେଁ, ଦିଲ୍ଲୀର ତିମାରପୁର ବିଧାୟକ ଦିଲୀପ ପାଣ୍ଡେ ମଧ୍ୟ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି।
ସୁକୁମାରଙ୍କ ନିର୍ଦ୍ଦେଶିତ ଆଲୁ ଅର୍ଜୁନ ଅଭିନୀତ ‘ପୁଷ୍ପା’ ୨୦୨୧ର ସର୍ବାଧିକ ଆୟ କରିଥିବା ଭାରତୀୟ ଫିଲ୍ମ ଭାବରେ ଉଭା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଇନଷ୍ଟାଗ୍ରାମ ରିଲ କରିବାକୁ ଆପଣଙ୍କ ଫୋନରେ କେତେ ମେଗାପିକ୍ସେଲ କ୍ୟାମେରା ହେବା ଜରୁରୀ ଜାଣନ୍ତୁ

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ତିଆରି କରି ସମସ୍ତେ ଫେମଶ ହେବାକୁ ଚାହାଁନ୍ତି। ଏଥିପାଇଁ ଅନେକ ଲୋକ ବହୁତ କଠିନ ପରିଶ୍ରମ...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

ପ୍ରଥମ ରୋଜଗାର ଟଙ୍କାର ସ୍ପର୍ଶ ଓ ଆପଣାପଣ ମୋ ପାଇଁ ଅଭୁଲା: ଗାଳ୍ପିକା ହେମାଙ୍ଗିନୀ ଦାଶ

ସେତେବେଳେ ବାପା ଥିଲେ ଆମ ପରିବାରର ଏକମାତ୍ର ଉପାର୍ଜନକ୍ଷମ ବ୍ୟକ୍ତି। ଜମିବାଡ଼ି ଅଧିକ ଥିଲା ବୋଲି ମୋ ସାନ ଜେଜେମା’ ତାଙ୍କୁ ଶିକ୍ଷକତା କରିବାକୁ ଦେଇ...

ପୋଲିସ କୁକୁରଙ୍କୁ ଏଭଳି ଦିଆଯାଏ କଡ଼ା ଟ୍ରେନିଂ,Video ଦେଖିଲେ ହେବେ ଚକିତ…

ପୋଲିସ ଏବଂ ଯବାନମାନଙ୍କ ଟ୍ରେନିଂ ବହୁତ କଷ୍ଟକର। ଫିଲ୍ମରେ ସାଧାରଣତଃ ଏହି ଟ୍ରେନିଂର କିଛି ଦୃଶ୍ୟ ଦେଖାଯାଇଥାଏ, ଯେଉଁଥିରେ ଦଉଡ଼ି ଲଗାଇ ଝୁଲିବାଠାରୁ ବନ୍ଧୁକ ଚଳାଇବାର...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

ଆଜି ବିଶ୍ୱ ହସ ଦିବସ

ଶିଶୁଟିର କଅଁଳ ମୁହଁର ହସ କେବଳ ମା’ବାପାଙ୍କୁ ନୁହେଁ, ସମସ୍ତଙ୍କୁ ଖୁସି ଦିଏ। ହେଲେ ସେହି ଶିଶୁ ବଡ଼ ହେଲେ ତା’ ମୁହଁରୁ ହସ ଉଭେଇ...

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri