ରାଣୀ ଏଲିଜାବେଥ୍‌ଙ୍କ କଫିନ୍‌ ନିକଟରେ ବେହୋସ ହୋଇ ପଡ଼ିଗଲେ ଅଙ୍ଗରକ୍ଷୀ, ଭିଡିଓ ଦେଖିଲେ…

ଲଣ୍ଡନ,୧୫ା୯: ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ମୃତ୍ୟୁ ପରେ ବୁଧବାର ଲଣ୍ଡନର ବକିଂହାମ୍‌ ପ୍ୟାଲେସରୁ ଶେଷ ଦର୍ଶନ ପରେ ରାଣୀଙ୍କ କଫିନ ଓ୍ବେଷ୍ଟମିନିଷ୍ଟର ହଲ୍‌କୁ ଅଣାଯାଇଥିଲା। ଅନ୍ତିମ ସଂସ୍କାର ପୂର୍ବରୁ ସୋମବାର ପର୍ଯ୍ୟନ୍ତ ଏଲିଜାବେଥ୍‌ଙ୍କ କଫିନ ଏଠାରେ ରହିବ।

ରାଣୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ଅନେକ ଲୋକ ଓ୍ବେଷ୍ଟମିନଷ୍ଟର ହଲ୍‌ରେ ପହଞ୍ଚିଛନ୍ତି। ଏହି ସମୟରେ ସୋସିଆଲ ମିଡିଆରେ ଏକ ଭିଡିଓ ଖୁବ୍‌ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦେଖିବାକୁ ମିଳିଛି ଏଲିଜାବେଥଙ୍କ କଫିନ ନିକଟରେ ଥିବା ଜଣେ ଅଙ୍ଗରକ୍ଷୀ ବେହୋସ ହୋଇ ତଳେ ପଡ଼ିଯାଉଛନ୍ତି। ଏହା ପରେ ଆଉ ୨ ଜଣ ଅଙ୍ଗରକ୍ଷୀ ତାଙ୍କୁ ଉଠାଇବାରେ ସହଯୋଗ କରୁଛନ୍ତି।

ଏହି ସମୟରେ ବ୍ରିଟେନର ନୂତନ ରାଜା ଚାଲର୍‌ସ ତୃତୀୟ ଏବଂ ତାଙ୍କ ପୁତ୍ର ପ୍ରିନ୍ସ ଓ୍ବିଲିୟମ ଏବଂ ପ୍ରିନ୍ସ ହ୍ୟାରୀ ମଧ୍ୟ ଉପସ୍ଥିତ ଥିଲେ। ଏହି କଫିନ ଲଣ୍ଡନରେ ରାଣୀଙ୍କ ସରକାରୀ ବାସଭବନ ବକିଂହାମ୍‌ ପ୍ୟାଲେସ ଠାରୁ ପାର୍ଲାମେଣ୍ଟ ହାଉସର ଓ୍ବେଷ୍ଟମିନଷ୍ଟର ହଲରେ ରଖାଯାଇଛି। ସୋମବାର ରାଣୀଙ୍କ ଅନ୍ତିମ ସଂସ୍କାର କରାଯିବ।

ଅନ୍ତିମ ସଂସ୍କାରରେ ଭାରତର ରାଷ୍ଟ୍ରପତି ମଧ୍ୟ ଯୋଗଦେବେ। ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ସ୍କଟଲ୍ୟାଣ୍ଡର ବାଲମୋରାଲ କ୍ୟାଷ୍ଟ୍ରଲ ସମର ରେସିଡେନ୍ସରେ ୮ ସେପ୍ଟେମ୍ବରରେ ୯୬ ବର୍ଷ ବୟସରେ ପରଲୋକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri