Posted inଖେଳ

ଅବସର ଘୋଷଣା କଲେ ଟେନିସ୍‌ ତାରକା

ନୂଆଦିଲ୍ଲୀ, ୧୫।୯: ପ୍ରସିଦ୍ଧ କିମ୍ବଦନ୍ତୀ ଟେନିସ୍‌ ତାରକା ରୋଜର ଫେଡେରର ଗୁରୁବାର ଟେନିସ୍‌ରୁ ଅବସର ଘୋଷଣା କରିଛନ୍ତି। ୨୦ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିବା ପରେ ୪୧ ବର୍ଷ ବୟସରେ ଟେନିସ୍‌ରୁ ଅବସର ନେଉଛନ୍ତି ବୋଲି ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଟୁଇଟ୍‌ କରି କହିଛନ୍ତି, ମୁଁ ଯେତିକି ଆଶା କରିଥିଲି, ସ୍ବପ୍ନ ଦେଖିଥିଲି, ଟେନିସ୍‌ ମୋତେ ଏହାଠାରୁ ଅଧିକ ଦେଇଛି । ତେବେ ମୋର ପେସାଦାର କ୍ୟାରିୟରକୁ ଶେଷ କରିବାକୁ ବର୍ତ୍ତମାନ ସେହି କଠିନ ସମୟ ଆସିଯାଇଛି।

Roger Federer announces retirement from tennis

ଜୁଲାଇ ୨୦୨୧ରେ ୱିମ୍ବଲେଡନ ପରଠାରୁ ଫେଡେରର ପ୍ରତିଦ୍ୱନ୍ଦ୍ୱିତାରେ ପ୍ରତିଯୋଗିତାରେ ଭାଗ ନେଇନାହାନ୍ତି। ତେବେ ଆସନ୍ତା ସପ୍ତାହରେ ଲଣ୍ଡନରେ ଖେଳାଯିବାକୁ ଥିବା ଲାଭେର କପ୍‌ ତାଙ୍କର ଶେଷ ଟୁର୍ଣ୍ଣାମେଣ୍ଟ ହେବ। ଏହାପରେ ସେ ଟେନିସ୍‌ରୁ ଅବସର ନେବେ ବୋଲି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ, ବାଂଲାଦେଶରେ ଦୀପୁଙ୍କ ବନ୍ଧୁମାନେ ତାଙ୍କୁ ବିଶ୍ୱାସଘାତକତା କରି…

ବାଂଲାଦେଶର ମୈମନସିଂ ଜିଲାର ଏକ କପଡ଼ା କାରଖାନାରେ କାମ କରୁଥିବା ୨୭ ବର୍ଷୀୟ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ ଗୁରୁବାର (ଡିସେମ୍ବର ୧୬) ଦିନ...

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

ଶୀତଦିନେ ମୁହଁ ଘୋଡ଼ାଇ ଶୋଉଥିଲେ ସାବଧାନ! ଏହି ବ୍ୟକ୍ତିଙ୍କ ପାଇଁ ହୋଇପାରେ….

ନୂଆଦିଲ୍ଲୀ,୨୩।୧୨: ପ୍ରାୟତଃ, ଶୀତ ମାସରେ, ଆମେ ଶୋଇବା ସମୟରେ ଆମର ସମ୍ପୂର୍ଣ୍ଣ ମୁହଁକୁ କମ୍ବଳରେ ଘୋଡ଼ାଇ ରଖିଥାଉ କାରଣ ଏହା ଆମକୁ ଆରାମଦାୟକ ଏବଂ ଗରମ...

ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତ୍ୟା ଧମକ

ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ...

ଟି-୨୦ ବିଶ୍ୱକପ ପରେ ବଦଳିବେ ଅଧିନାୟକ! ସୂର୍ଯ୍ୟକୁମାରଙ୍କ ପରେ ଏହି ୩ ଖେଳାଳିଙ୍କ ମଧ୍ୟରୁ ଜଣଙ୍କୁ ମିଳିପାରେ ଦାୟିତ୍ୱ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ ଦଳ ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ୨୦୨୬ ଟି୨୦ ବିଶ୍ୱକପ ଖେଳିବ। କିନ୍ତୁ, ତାଙ୍କ ଚୟନ ପରଠାରୁ, ଏହି ଟୁର୍ନାମେଣ୍ଟ ଅଧିନାୟକ ଭାବରେ...

ଏବର ଚାଷବାସ

କୃଷି ବିନା ସମ୍ଭବ ନୁହେଁ ଖୁସି। ଖୁସି ସେହିଠାରୁ ଆସେ ଯେଉଁଠି ଥାଏ ଅନ୍ନ। ଅନ୍ନଗ୍ରହଣ ନାଶକରେ ଭୋକ। ଭୋକରୁ ଉତ୍ତୀର୍ଣ୍ଣ ହେବାକୁ ହେଲେ ମାଟି...

ସଙ୍କଟରେ ଗ୍ରାମୀଣ ଶ୍ରମିକଙ୍କ ରୋଜଗାର

ବହୁଚର୍ଚ୍ଚିତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମାଞ୍ଚଳ ରୋଜଗାର ଗ୍ୟାରେଣ୍ଟି ଆଇନ ବା ଏମ୍‌ଜିଏନ୍‌ଆର୍‌ଇଜିଏ କୁ ସମାପ୍ତ କରି ତା’ ସ୍ଥାନରେ ‘ବିକଶିତ ଭାରତ ରୋଜଗାର ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri