IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର କରିଥିଲା। ଏହି ମ୍ୟାଚରେ କୋଲକାତା ନାଇଟ…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ ଥାନା ଅନ୍ତର୍ଗତ ଢିଅ କୁରାନ୍ସ ଗ୍ରାମର…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬ ଜଣ ଗୁରୁତର ଆହତ ହୋଇଛନ୍ତି ।…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ ନିରାକରଣ ସମ୍ପର୍କିତ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି।…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ କରିଛି। ଯଦି ପରିସ୍ଥିତି ଜାରି ରହେ,…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି କୃଷ୍ଣଚନ୍ଦ୍ର ଦାସଙ୍କ ନେତୃତ୍ୱରେ ଦୁଇ ଘଣ୍ଟିଆ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି ଯେ, ଗତ ପାଞ୍ଚ ସପ୍ତାହ ଧରି ବାରମ୍ବାର ଆକ୍ରମଣ ସତ୍ତ୍ୱେ ଇରାନର ସାମରିକ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ ଖୋଲାଖୋଲି ଭାବରେ ନିଜ ମତ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି। ଏହି କାର୍ଯ୍ୟକୁ ଏକ ସର୍ଜିକାଲ ଷ୍ଟ୍ରାଇକ ଭାବରେ ଦେଖାଯାଉଛି। ଆକ୍ରମଣ ସମୟରେ ଆଫଗାନ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ ସକାଳୁଆ ପାଠପଢ଼ା ଆରମ୍ଭ ହେବ। ବଢୁଥିବା ଖରାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୱାସ୍ଥ୍ୟ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ ହର୍ମୁଜ୍ ପ୍ରଣାଳୀ ବିଷୟରେ ଚିନ୍ତିତ ହେବା ଆବଶ୍ୟକ ନାହିଁ । କହିରଖୁଛୁ କି,…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ ବିଚାର କରି ସେମାନଙ୍କ ସୁରକ୍ଷା ପାଇଁ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ନିୟୋଜିତ କରିବାକୁ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସୁପ୍ରିମକୋର୍ଟ ମମତା ବାନାର୍ଜୀ ସରକାରଙ୍କୁ ଭର୍ତ୍ସନା କରିଛନ୍ତି।…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ ପରୀକ୍ଷା ଖାତା ଦେଖା ସରିବ । ରେଜଲ୍ଟ ବାହାରିବା ପରେ ସଙ୍ଗେସଙ୍ଗେ ସାର୍ଟିଫିକେଟ୍…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ ଗ୍ୟାସ ପରେଏବେ କଣ୍ଡୋମ ଉତ୍ପାଦନରେ ବ୍ୟବହୃତ କଞ୍ଚାମାଲର ଅଭାବ ଦେଖାଦେଇଛି। ପ୍ରମୁଖ କଣ୍ଡୋମ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ; ଅପରେଶନ ଏପିକ ଫ୍ୟୁରି ଜାରି ରହିଛି। ଆଗାମୀ ଦୁଇରୁ ତିନି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri