Posted inଜାତୀୟ

ଶିନ୍ଦେ ଶିବିରରେ ୧୨ ରାଜ୍ୟର ଶିବସେନା ମୁଖ୍ୟ

ମୁମ୍ବାଇ,୧୭।୯: ଶିବସେନା କାହାର ଏହାକୁ ନେଇ ସର୍ବୋଚ୍ଚ ଅଦାଲତରେ ମାମଲା ବିଚାରାଧୀନ ଥିବାବେଳେ ୧୫ ରାଜ୍ୟର ଶିବସେନା ସଭାପତିଙ୍କ ମଧ୍ୟରୁ ୧୨ ଜଣ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ କ୍ୟାମ୍ପରେ ସାମିଲ ହୋଇଛନ୍ତି। ଫଳରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କୁ ଶକ୍ତ ଧକ୍କା ହୋଇଛି। ଗୁରୁବାର ୧୨ ରାଜ୍ୟର ଶିବସେନା ମୁଖ୍ୟ ସିନ୍ଦେଙ୍କ ଶିବିରରେ ଏକ ବୈଠକରେ ଯୋଗଦେଇଥିଲେ। ସେମାନଙ୍କ ରାଜ୍ୟରେ ଦଳୀୟ ସଂଗଠନ ବଢ଼ାଇବା ପାଇଁ ସମସ୍ତ ସହାୟତା ଯୋଗାଇଦେବାକୁ ଶିନ୍ଦେ ସେମାନଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ଶିନ୍ଦେଙ୍କୁ ସମର୍ଥନ ଜଣାଇଥିବା ନେତାଙ୍କ ମଧ୍ୟରେ ଅଛନ୍ତି ଦିଲ୍ଲୀର ଶିବସେନା ସଭାପତି ସନ୍ଦିପ୍‌ ଚୌଧରୀ, ମଣିପୁର ସଭାପତି ଟୋମ୍ବି ସିଂ, ମଧ୍ୟପ୍ରଦେଶ ସଭାପତି ଥାଡେଶ୍ୱର ମହାଓ୍ବାର, ଛତିଶଗଡ଼ ସଭାପତି ଧନଞ୍ଜୟ ପରିହାର, ଗୁଜରାଟ ସଭାପତି ଏସ୍‌.ଆର୍‌. ପାଟିଲ, ରାଜସ୍ଥାନ ସଭାପତି ଲଖନ ସିଂ ପାଓ୍ବାର, ହାଇଦ୍ରାବାଦ ମୁଖ୍ୟ ମୁରାରୀ ଆନ୍ନା, ଗୋଆ ମୁଖ୍ୟ ଜିତେଶ କାମାତ, କର୍ନାଟକ ସଭାପତି କୁମାର ଏ. ହକାରି, ପଶ୍ଚିମବଙ୍ଗ ସଭାପତି ଶାନ୍ତି ଦତ୍ତ, ଓଡ଼ିଶା ରାଜ୍ୟ ପ୍ରଭାରୀ ଜ୍ୟୋତିଶ୍ରୀ ପ୍ରସନ୍ନ କୁମାର, ତ୍ରିପୁରା ଶିବସେନା ପ୍ରଭାରୀ ବରିଭାଦେବ ନାଥ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri