ଅକ୍ଟୋବରରେ ରିଲିଜ ହେବ କୋଡ ନେମ: ତ୍ରିରଙ୍ଗା, ନୂଆ ଯୋଡି କରିବେ ଧମାକା

ମୁମ୍ବାଇ: ଖୁବଶୀଘ୍ର ବଡ ପରଦାରେ ନଜର ଆସିବେ ବଲିଉଡ କୁଇନ ପରିଣିତି ଚୋପ୍ରା ଓ ଆଗଧାଡିର ପଞ୍ଜାବୀ ଗାୟକ ହର୍ଡି ସଂଧୁ । ଏହି ଯୋଡିଙ୍କୁ ଦର୍ଶକେ ଫିଲ୍ମ ‘କୋଡ ନେମ: ତ୍ରିରଙ୍ଗାରେ ଦେଖିବାକୁ ପାଇବେ । ଆଉ ଫିଲ୍ମଟି ଆସନ୍ତା ମାସରେ ସିନେମା ହଲରେ ରିଲିଜ ହେବାକୁ ଯାଉଛି । ଟି ସିରିଜ, ରିଲାୟନ୍ସ ଏଣ୍ଟରଟେନମେଣ୍ଟ, ଫିଲ୍ମ ହ୍ୟାଙ୍ଗର ଓ ଫିଲ୍ମ ନିର୍ମାତା ରିଭୁ ଦାସଗୁପ୍ତାଙ୍କ ଏହି ଫିଲ୍ମର ରିଲିଜ ଡେଟ ଘୋଷଣା କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଫିଲ୍ମ କୋଡ ନେମ: ତ୍ରିରଙ୍ଗା ଆସନ୍ତା ମାସ ଅର୍ଥାତ୍ ଅକ୍ଟୋବର ୧୪ରେ ରିଲିଜ ହେବ । ଫିଲ୍ମର ରିଲିଜକୁ ନେଇ ଫିଲ୍ମ ମେକର ରିଭୁ ଦାସଗୁପ୍ତା ଖୁବ ଏକ୍ସାଇଟେଡ ଅଛନ୍ତି ।
ସୂଚନାଯୋଗ୍ୟ, ଫିଲ୍ମର ରିଲିଜ ଡେଟ ଘୋଷଣା କରିବା ସମୟରେ ରିଭୁ ଦାସଗୁପ୍ତା କହିଛନ୍ତି, ମୁଁ ମୋର ଆଗାମୀ ଫିଲ୍ମର ରିଲିଜ ଡେଟ ଘୋଷଣା କରି ଖୁବ ଖୁସି ଅନୁଭବ କରୁଛି । ମୋର ଆଶା ଦର୍ଶକଙ୍କୁ ଏହି ଆକ୍ସନ ଏଣ୍ଟଟେନମେଣ୍ଟ ନିଶ୍ଚିତ ଭାବେ ପସନ୍ଦ ଆସିବ । ଦେଶ ପାଇଁ ନିଜର କର୍ତ୍ତବ୍ୟ କରୁଥିବା ଜଣେ ସେନାଙ୍କ ବଳିଦାନ ଉପରେ ଆଧାରିତ ଏହି ଫିଲ୍ମ । ଏହାଏକ ଗୁପ୍ତଚରର କାହାଣୀ । ଏହି ଫିଲ୍ମରେ ପରିଣିତି ଚୋପ୍ରା ଏକ ର ଏଜେଣ୍ଟ ଭୂମିକାରେ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri