Posted inଜାତୀୟ

ଭାଜପାରେ ଯୋଗ ଦେଲେ କ୍ୟାପଟେନ ଅମରିନ୍ଦର

ନୂଆଦିଲ୍ଲୀ, ୧୯।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସର ମୁଖ୍ୟ କ୍ୟାପଟେନ ଅମରିନ୍ଦର ସିଂ ସୋମବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗ ଦେଇଛନ୍ତି। ଦିଲ୍ଲୀସ୍ଥିତ ଭାଜପା କାର୍ଯାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି।
ଅମରିନ୍ଦର ଗତ ବର୍ଷ ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ । ପରେ ସେ ପଞ୍ଜାବ ଲୋକ କଂଗ୍ରେସ ଦଳ(ପିଏଲ୍‌ସି) ଗଠନ କରିଥିଲେ। ହେଲେ ଗତ ବିଧାନସଭା ନିର୍ବାଚନରେ ଅମରିନ୍ଦରଙ୍କ ଦଳ ଶୋଚନୀୟ ପରାଜୟ ହୋଇଥିଲା। ଏହା ପରେ ଭାଜପାରେ ମିଶିବା ନେଇ ସ୍ଥିର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri